Ganjam Cancels Government Employees' Leave on November 14 and 15 for Cyclone Arnab Recovery
#ଗଞ୍ଜାମରେ_ସରକାରୀ_କର୍ମଚାରୀଙ୍କ_ଛୁଟି_ବାତିଲ୍
ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଗଞ୍ଜାମ ଜିଲ୍ଲାପାଳଙ୍କ ବଡ଼ ନିଷ୍ପତ୍ତି। ନଭେମ୍ବର ୧୪ ଓ ୧୫ ତାରିଖରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରାଯାଇଛି। ଏହି ଦୁଇ ଦିନ ଶନିବାର ଓ ରବିବାର ହୋଇଥିଲେ ମଧ୍ୟ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ। ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ନିୟମିତ ଭାବେ ଅଫିସରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତିର ମୁକାବିଲା, ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟରେ ଯେପରି ବିଳମ୍ବ ନହୁଏ, ସେଥିପାଇଁ ଜିଲ୍ଲାପାଳ ଏହି ପଦକ୍ଷେପ ନେଇଛନ୍ତି।
In a major step to speed up post-cyclone recovery and rehabilitation work, the Ganjam District Collector has cancelled government employees' leave on November 14 and 15. Despite the dates falling on Saturday and Sunday, all government offices across the district will remain open. Officials and employees have been directed to attend office regularly to ensure that damage assessment, restoration and rehabilitation work following Cyclone Arnab are carried out without delay.
#GanjamNews#CycloneArnab#LeaveCancelled#OdishaNews#GanjamCollector#GovernmentEmployees#CycloneRecovery#RehabilitationWork#OdishaAdministration#GanjamLeaveCancellation#CycloneArnabRecovery#November14And15#OdishaTV#OTV
For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M
OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.
Stay tuned for all the breaking news !
Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
