giant shark: ଜାଲରେ ପଡ଼ିଲା ଦୁଇ କୁଇଣ୍ଟାଲ ଓଜନର ସାର୍କ ମାଛ
ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ସାର୍କ ମାଛ। ଯାହାର ଓଜନ ପାଖାପାଖି ଦୁଇ କ୍ୟୁଣ୍ଟାଲ
ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ସାର୍କ ମାଛ। ଯାହାର ଓଜନ ପାଖାପାଖି ଦୁଇ କ୍ୟୁଣ୍ଟାଲ
ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ବିଶାଳ ସାର୍କ ମାଛ । ମାଛ ଦେଖିଵାକୁ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ ବି ଦେଖିବାକୁ ମିଳିଲା । ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗର ମୋହନା ଆନ୍ତର୍ଜାତିକ ମତ୍ସ୍ୟ ଅବତରଣ କେନ୍ଦ୍ର ଠାରେ ୨ କୁଇଣ୍ଟାଲ ଓଜନର ଏକ ସାର୍କ ମାଛ ମତ୍ସ୍ୟଜୀବୀଙ୍କ ଜାଲରେ ଧରା ପଡିଥିବା ଦେଖିଵାକୁ ମିଳିଛି ।
ଦୀଘା ସଲଗ୍ନ ସମୁଦ୍ରରେ ମତ୍ସ୍ୟଜୀବୀମାନଙ୍କ ଟ୍ରଲର ଜାଲରେ ଏହି ମାଛଟି ପଡ଼ିବା ପରେ ମୋହନାର ମତ୍ସ୍ୟ ଅବତରଣ କେନ୍ଦ୍ରକୁ ବିକ୍ରି ପାଇଁ ଆଣିଥିବା ବେଳେ ମାଛଟି ବିରାଟକାୟ ହୋଇଥିବାରୁ ମାଛକୁ ଦେଖିବା ପାଇଁ ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦାଙ୍କ ପ୍ରବଳ ଭିଡ଼ ଲାଗିଥିଲା । ମାଛଟିର ବିଭିନ୍ନ ଅଂଶ ଔଷଧ ପ୍ରସ୍ତୁତିରେ ବ୍ୟବହାର କରାଯାଉ ଥିବାରୁ ମାଛଟିର ଅଧିକ ଚାହିଦା ରହିଥାଏ ।
Disclaimer: This content has been automatically aggregated from television for informational purposes. To read the original article, please visit television.
Home
