Gold and Silver Price : ସୁନା କିଣିବା ପାଇଁ ଭଲ ସୁଯୋଗ, ଆଜି ପୁଣି କମିଲା ଦାମ୍

Oct 31, 2026 - 11:55
Gold and Silver Price : ସୁନା କିଣିବା ପାଇଁ ଭଲ ସୁଯୋଗ, ଆଜି ପୁଣି କମିଲା ଦାମ୍

ଭୁବନେଶ୍ୱର: ସୁନା କିଣିବାକୁ ଚାହୁଁଥିଲେ, ଆପଣଙ୍କ ପାଇଁ ଖୁସି ଖବର । କମିଲା ସୁନା ଓ ରୁପା ଦାମ୍ । ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୨,୨୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୩୯୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧୦,୬୬୯ ଟଙ୍କା ରହିଛି ।

ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୪୨,୨୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୩୯୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୪୨,୨୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୩୯୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୨,୪୦୦ ଟଙ୍କା ଓ ୨୨ କ୍ୟାରଟେ ୧,୩୦,୫୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୨,୨୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୦,୩୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୨,୨୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୦,୩୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୦୯,୯୦୦ ଟଙ୍କା ହୋଇଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)