Head-On collision ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ଜଣେ ଗୁରୁତର

Sep 13, 2026 - 20:58
Head-On collision  ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ଜଣେ ଗୁରୁତର

"ରାଇରଙ୍ଗପୁର/ବାଦାମପାହାଡ: ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ ଥାନା ତଥା ସୁଲେଇପାଟ ଫାଣ୍ଡି ଅନ୍ତର୍ଗତ ପୁରୁଣାପାଣି ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି ।

Advertisment Bike accident ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ୪ ଗୁରୁତର ସୂଚନା ଅନୁଯାୟୀ, ବିଶୋଇ ଥାନା ଅନ୍ତର୍ଗତ କୁଡୁମଦା ଗ୍ରାମର କାମ ହାଁସଦାଙ୍କ ପୁଅ ଚାନ୍ଦୁ ହାଁସଦା (୧୯) ବାଇକ୍ ରେ ଘରକୁ ଫେରୁଥିଲେ।

ଏହି ସମୟରେ ବିପରୀତ ଦିଗରୁ  ଅନ୍ୟ ଏକ ବାଇକରେ କୁସୁମୀ ଗ୍ରାମର ବାସୁଦେବ ମାଲିଙ୍କ ପୁଅ ଶିବଶଙ୍କର ମାଳି (୫୪) ଆସୁଥିଲେ।

ଦୁଇ ବାଇକ୍‌ର ମୁହାମୁହିଁ ଧକ୍କା ହୋଇଥିଲା ।  bike accident ବାଇକ୍ ଦୁର୍ଘଟଣାରେ ୩ ମୃତ ଘଟଣାସ୍ଥଳରେ ହିଁ ଶିବଶଙ୍କରଙ୍କ ମୃତ୍ୟୁ ଘଟିଥିଲା।

ଚାନ୍ଦୁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ତେବେ ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାରିପଦାସ୍ଥ ପଣ୍ତିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବ ଓ ଦୂର୍ଘଟଣାଗ୍ରସ୍ତ ଦୁଇଟି ବାଇକ୍କୁ ଜବତ କରିଥିଲା ।

ରାଇରଙ୍ଗପୁରରେ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ।

ଏନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି ।"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)