Holiday: ଆସନ୍ତାକାଲି ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ଛୁଟି
"ଜଗତସିଂହପୁର: ଲଘୁଚାପ ବର୍ଷା ପାଇଁ ଜଗତସିଂହପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି ୨୭ ତାରିଖ ପାଇଁ ଛୁଟି ଘୋଷଣା କରାଯାଇଛି।
ଏନେଇ ଜଗତସିଂହପୁର ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି।
ପିଲାମାନଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଏଭଳି ସତର୍କତାମୂଳକ ପଦକ୍ଷେପ ନିଅାଯାଇଛି।Advertisment Pralhad Joshi: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହ୍ଲାଦ ଯୋଶୀ ନୂତନ ଶିକ୍ଷାମନ୍ତ୍ରୀ "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।