Home Minister: ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

Oct 05, 2026 - 11:30
Home Minister: ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

"ଭୁବନେଶ୍ବର: ଆସନ୍ତାକାଲି ଦିନିକିଆ ଓଡ଼ିଶାଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ।

ଉଭୟେ ମଙ୍ଗଳବାର ଦିନ ସୁନାବେଡ଼ାଠାରେ ଥିବା ହିନ୍ଦୁସ୍ତାନ୍ ଏରୋନେଟିକ୍ସ ଲିମିଟେଡ୍(ହାଲ୍‌) ପରିଦର୍ଶନ କରିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବେ ବୋଲି ସୂଚନା ରହିଛି।Advertisment କୋରାପୁଟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିବେ ବୋଲି ଜଣାଯାଇଛି।

କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଗସ୍ତକୁ ଆଖି ଆଗରେ ରଖି କୋରାପୁଟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

Raid: ଜଳେଶ୍ୱରରେ ପୁଣି ବାଲିମାଫିଆ ସକ୍ରିୟ, ଚଢ଼ାଉ ବେଳେ ୫ ଟ୍ରାକ୍ଟର ଜବତ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)