Horoscope 2026 August 01: ଜାଣନ୍ତୁ ଆଜିର ରାଶିଫଳ...

Aug 01, 2026 - 00:14
Horoscope 2026 August 01: ଜାଣନ୍ତୁ ଆଜିର ରାଶିଫଳ...

"ମେଷ: ଆତ୍ମବିଶ୍ବାସ ବଳରେ ଆପଣଙ୍କ କାମ ପୂରା କରିନେବେ।

ବ୍ୟବସାୟ କାମ ପାଇଁ ଦୂରସ୍ଥାନକୁ ଯିବେ।

ଚାକିରି ବିଷୟରେ ଆପଣ ବହୁତ ବ୍ୟବହାରିକ ରହିବେ।

ବୈବାହିକ ଜୀବନ ସୁଖମୟ ହେବ।

Advertisment ବୃଷ: ଘରେ ପୂଜାପାଠର ଆୟୋଜନ କରିପାରନ୍ତି।

ଶିକ୍ଷାର୍ଥୀଙ୍କୁ ପରିଶ୍ରମ ଅନୁସାରେ ସଫଳତା ମିଳିବ।

ଚାକିରିଆଙ୍କୁ ଭଲ ପରିଣାମ ପାଇଁ ଅଧିକ ପରିଶ୍ରମ କରିବାକୁ ହେବ।

ପ୍ରେମୀଯୁଗଳଙ୍କୁ ଦିନଟି ଖୁସି ଦେବ।

ମିଥୁନ: ଆପଣଙ୍କର ଅଧୁରା ଥିବା ସବୁ କାମ ପୂରା କରିପାରିବେ।

କାର୍ଯ୍ୟକ୍ଷେତ୍ରରେ ପ୍ରଶଂସା ପାଇବେ।

ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ପାଇବେ।

ସାମାଜିକ ପରିସର ବୃଦ୍ଧି ହେବ।

ପ୍ରେମ ଜୀବନ ଭଲ ରହିବ।

କର୍କଟ: କାହାରି ମାମଲାରେ ଦଖଲ ଦେବାରେ ନିବୃତ୍ତ ରହନ୍ତୁ।

ବନ୍ଧୁ ଦେଇଥିବା ପରାମର୍ଶ ଗ୍ରହଣ କରିନିଅନ୍ତୁ।

ପିଲାମାନଙ୍କ ପାଠପଢ଼ାକୁ ନେଇ ଆପଣ ସତର୍କ ରହିବା ଦରକାର।

ସିଂହ: କୋର୍ଟ କଚେରି ମାମଲାରେ ନିସ୍ତାର ପାଇବେ।

ଇଂଜିନିୟରଙ୍କ ଲାଗି ଦିନଟି କିଛି ପରିବର୍ତ୍ତନ ଆଣିବ।

ମାଆଙ୍କ ସ୍ବାସ୍ଥ୍ୟରେ ସୁଧାର ହେବ।

ପ୍ରେମୀଯୁଗଳ ଜଣେ ଅନ୍ୟଜଣଙ୍କ ଭାବନାକୁ ସମ୍ମାନ କରିବେ।

କନ୍ୟା: ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ।

ସବୁ ଅଶାନ୍ତିର ସମାଧାନ ବାହାରିବ।

ଜୀବନସାଥୀ ସହ କିଛି ଖୁସିର ମୁହୂର୍ତ୍ତ ଅତିବାହିତ କରିବେ।

ଶାରୀରିକ ଦୃଷ୍ଟିରୁ ସୁସ୍ଥ ଓ ସତେଜ ରହିବେ।

ଆହୁରି ପଢ଼ନ୍ତୁ- Chinese President Xi Jinping: ସେପ୍ଟେମ୍ବରରେ ଭାରତ ଆସିପାରନ୍ତି ଚୀନ୍ ରାଷ୍ଟ୍ରପତି ସି ଜିନପିଂ ତୁଳା: ଚାକିରି ବୃତ୍ତିରେ ଲାଗି ରହିଥିବା ବାଧା ସମାପ୍ତ ହୋଇଯିବ।

ଆର୍ଥିକ କ୍ଷେତ୍ରରେ ଆପଣଙ୍କୁ ଉନ୍ନତି ମିଳିବ।

ଖୁସି ଖବର ପାଇବେ।

ବନ୍ଧୁ ସହ ସିନେମା ଦେଖିବାର ଯୋଜନା କରିବେ।

ବିଛା: ଲୋକମାନଙ୍କ ମଧ୍ୟରେ ଆପଣଙ୍କର ମାନସମ୍ମାନ ବଢ଼ିବ।

ବିଦେଶୀ କଂପାନି ସହ ଡିଲ୍‌ ହେବାର ଯୋଗ ଅଛି।

କୌଣସି ବନ୍ଧୁ ସହ ମିଶିବା ଲାଗି ତାଙ୍କ ଘରକୁ ଯିବେ।

ରାଜନୀତିରେ ସଫଳତା ପାଇବେ।

ଧନୁ: ଅକାରଣରେ ଆରମ୍ଭ ହୋଇଥିବା ବାଧା ଆପେଆପେ ଶେଷ ହୋଇଯିବ।

ଧର୍ମକାର୍ଯ୍ୟରେ ସହଯୋଗ ଦେବାର ଅବସର ପାଇବେ।

ପିଲାମାନେ ନିଜର ମନକଥା ବାପା ମାଆଙ୍କୁ କହିବେ। ‌  ମକର: ଦାମ୍ପତ୍ୟ ଜୀବନ ମିଷ୍ଟତାରେ ପୂର୍ଣ୍ଣ ରହିବ।

ସଚ୍ଚୋଟ ଲୋକଙ୍କ ସହଯୋଗରେ ବଡ଼ ପ୍ରୋଜେକ୍ଟ ପୂରା କରିବାରେ ସଫଳ ହେବେ।

ନୂଆ ବ୍ୟବସାୟ ଆରମ୍ଭ ପୂର୍ବରୁ କାହାରି ପରାମର୍ଶ ନିଅନ୍ତୁ।

କୁମ୍ଭ: ଆର୍ଥିକ ସ୍ଥିତିୁ ସୁଦୃଢ଼ କରିବା ଲାଗି ଆପଣଙ୍କ ରଚନାତ୍ମକ କ୍ଷମତା ପ୍ରୟୋଗ କରିବେ।

ନୂଆ ବ୍ୟବସାୟ ଆରମ୍ଭ କରିବା ପୂର୍ବରୁ ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ।

ପାରିବାରିକ ଜୀବନ ସୁଖମୟ ହେବ।

ମୀନ: ଆପଣଙ୍କ ସମ୍ମୁଖକୁ ଆସୁଥିବା ସବୁ ଆହ୍ବାନର ଦୃଢ଼ଭାବେ ମୁକାବିଲା କରିପାରିବେ।

ଯେଉଁମାନେ ପ୍ରେମ କରୁଛନ୍ତି ସେମାନଙ୍କ ସମ୍ବନ୍ଧରେ ମଧୁରତା ଆସିବ।

ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ।"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।