Horoscope 2026 August 03: ଜାଣନ୍ତୁ ଆଜିର ରାଶିଫଳ

Aug 03, 2026 - 00:07
Horoscope 2026 August 03: ଜାଣନ୍ତୁ ଆଜିର ରାଶିଫଳ

"‌ମେଷ: ବ୍ୟବସାୟ ଲାଗି ଦିନଟି ଅନୁକୂଳ।

ସମୟ ସୀମାକୁ ଧ୍ୟାନ ରଖି କାମ କରନ୍ତୁ।

ଘରର ମାହୋଲ ଠିକ୍ ରହିବ।

ଘରକୁ କୌଣସି ବନ୍ଧୁ ଆସବାର ସମ୍ଭାବନା।

ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ।

Advertisment ବୃଷ: ଠିକ୍ ସମୟରେ କାମ କରନ୍ତୁ ସଫଳତା ପାଇବେ।

ବନ୍ଧୁ ନିଜ ପାଇଁ ଆପଣଙ୍କୁ କାମ କରିବା ପାଇଁ କହିପାରନ୍ତି।

ରାଜନୀତିକ ଲୋକଙ୍କର ସମାଜରେ ମାନ ସମ୍ମାନ ବଢ଼ିବ।

ଭାବିଚିନ୍ତି ଖର୍ଚ୍ଚ କରନ୍ତୁ।

ମିଥୁନ: ବନ୍ଧୁ ସହିତ କଥାବର୍ତ୍ତାାରେ ଭଲ କାମ ମିଳିପାରେ।

ଏଥିରେ ଆପଣଙ୍କର ଆମଦାନି ବୃଦ୍ଧି ହେବ।

ଆପଣଙ୍କ ବ୍ୟବହାରରେ ଲୋକ ଖୁସି ହୋଇପାରନ୍ତି।

ଜୀବନସାଥୀ ସହିତ ବାହାରକୁ ବୁଲି ଯାଇପାରନ୍ତି।

କର୍କଟ: ଜୀବନରେ ନୂଆ କାମ ଆରମ୍ଭ ହୋଇପାରେ।

ପ୍ରତିଯୋଗୀ ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ।

ଶିକ୍ଷକଙ୍କର ପୂରା ସହଯୋଗ ପାଇବେ।

ଚାକିରିରେ ସଫଳତା ପାଇବେ।

ଧନ ମାମଲାରେ ସ୍ଥିତି ଭଲ ହେବ।

ସିଂହ: କିଛି ସମୟ ଈଶ୍ବର ଭକ୍ତିରେ ଲଗାନ୍ତୁ।

ମହିଳା ବ୍ୟବସାୟୀଙ୍କୁ ଭଲ ଲାଭ ମିଳିବା ଯୋଗ ଅଛି।

ଘରକୁ ବନ୍ଧୁ ଆସିବେ।

ପ୍ରେମୀ ଯୁଗଳ ଦୂରସ୍ଥାନକୁ ବୁଲି ଯିବାର ମନ ବନାଇବେ।

ଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ।

କନ୍ୟା: ନିଜ ଅନୁଭବର ଠିକ୍ ବ୍ୟବହାର କରି କୌଣସି ଅଧୁରା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ଘର କାମରେ ଜୀବନସାଥୀଙ୍କୁ ସହଯୋଗ କରିବେ।

ଅନଲାଇନିରେ ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା କରିବେ।

ତୁଳା: ବନ୍ଧୁ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ।

ବଡ଼ ଭାଇ ଭଉଣୀ ସହଯୋଗରେ ଚାକିରି ମିଳିପାରେ।

ସନ୍ତାନ କ୍ୟାରିୟରରେ ସଫଳତା ପାଇବେ।

ଦାମ୍ପତ୍ୟ ଜୀବନ ବହୂତ ଭଲ ରହିବ।

ବିଛା: କୌଣସି କାର୍ଯ୍ୟରେ ଅନ୍ୟମାନଙ୍କ କଥା ସର୍ବୋପରି ନରଖି ନିଜ ଉପରେ ବିଶ୍ବାସ ରଖନ୍ତୁ ଲାଭ ପାଇବେ।

ସରକାରୀ ଚାକିରି ପାଇଁ ପ୍ରସ୍ତୁତ କରୁଥିବା ଲୋକ ସଫଳତା ପାଇବେ।

ପ୍ରେମ ସମ୍ବନ୍ଧ ନିବିଡ଼ ହେବ।

ଧନୁ: ବିଶେଷ କାମରେ ଯିବାକୁ ଥିବାରୁ ମନୋବଳ ବଢ଼ିବ।

ପରିବାର ଆଗରେ ନିଜର ମତ ରଖିବାର ମଉକା ପାଇବେ।

ନିବେଶ କରିବା ସମୟରେ ନିଜ ବଜେଟ ଉପରେ ଧ୍ୟାନ ରଖନ୍ତୁ।

ମକର: କିଛି ସମୟ ଏକାନ୍ତରେ ଅତିବାହିତ କରିବାକୁ ପସନ୍ଦ କରିବେ।

ବଡ଼ ଏବଂ ଅଲଗା କାମ କରିବା ପାଇଁ ଭାବି ପାରନ୍ତି।

ଅଫିସରେ ଉଚ୍ଚାଧିକାରୀଙ୍କ ସହଯୋଗ ପାଇବେ।

ନୂଆ ବିଚାର ଉପରେ କାମ କରିବେ। ‌  କୁମ୍ଭ: ଅତୀତ ଭୁଲରୁ କିଛି ନୂଆ ଶିଖିକରି ଆଗକୁ ବଢ଼ିବେ।

ନୂଆ କାର୍ଯ୍ୟ କରିବାକୁ ଉତ୍ସୁକତା ବଢ଼ିବ।

ମନ ଚାହୁଁଥିବା ବସ୍ତୁ ପାଇବେ।

କାନୁନ ମାମଲାର ସ୍ଥିତି ନିୟନ୍ତ୍ରଣ ରହିବ।

କାର୍ଯ୍ୟ ଓ ବ୍ୟବସାୟ ପ୍ରତି ନିଷ୍ଠାବାନ ରହନ୍ତୁ।‌  ମୀନ: ବିଦେଶ ଯାତ୍ରାର ଯୋଗ ଅଛି।

ବଡ଼ କଂପାନିରୁ ଚାକିରିର ସୁଯୋଗ ଆସିପାରେ।

କିଛି ନୂଆ ଲୋକ ଆପଣଙ୍କ ସହିତ ଯୋଡ଼ିବାକୁ ଚେଷ୍ଟା କରିପାରନ୍ତି।

ସମସ୍ତଙ୍କୁ ନିଜ କଥାରେ ଖୁସି ରଖିବାର ସଫଳ ହେବେ।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।