Horoscope 2026 August 28: ଜାଣନ୍ତୁ ଆଜିର ରାଶିଫଳ...

Aug 28, 2026 - 00:05
Horoscope 2026 August 28: ଜାଣନ୍ତୁ ଆଜିର ରାଶିଫଳ...

"ମେ‌ଷ: ଘର କାମ ପୂରା କରିବାରେ ପରିବାରର ସହଯୋଗ ପାଇବେ।

ବଡ଼ଙ୍କର ପରାମର୍ଶ ଆପଣଙ୍କ ଲାଗି ଲାଭଦାୟକ ରହିବ।

ରାଜନୀତି କାର୍ଯ୍ୟରେ ରୁଚି ବଢ଼ିବ।

ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ। ‌Advertisment ବୃଷ: ଉପରିସ୍ଥ କର୍ମଚାରୀ ଆପଣଙ୍କ କାମର ପ୍ରଶଂସା କରିବେ।

ବେପାରରେ ଲାଭ ହେବ।

ଏକାନ୍ନବର୍ତ୍ତୀ ପରିବାରର ଲୋକଙ୍କ ମଧ୍ୟରେ ପ୍ରୀତି ବଢ଼ିବ।

ଯାନ କିଣିବା ଲାଗି ମନ ବଳାଇବେ। ‌ ମିଥୁନ: ପୂଜାପାଠରେ ସମୟ ବିତିବ।

ଡେକୋରସନ ବ୍ୟବସାୟୀଙ୍କ ପାଇଁ ଦିନଟି ଭଲ।

ରାଜନୀତି କ୍ଷେତରେ ଥିବା ଲୋକଙ୍କ ପାଇଁ ଦିନଟି ସାଧାରଣ ରହିବ।

ଆପଣଙ୍କ ପିଲାଠାରୁ ଭଲ ଖବର ପାଇବେ। ‌ କର୍କଟ: ଓକିଲଙ୍କ ଲାଗି ଦିନଟି ଭଲ ରହିବ।

କୌଣସି ମକଦ୍ଦମାରେ ଜୟଲାଭ କରିବେ।

ଘର ଲୋକ ଆପଣଙ୍କର କୌଣସି କାମରେ ଖୁସି ହେବେ।

ଦାମ୍ପତ୍ୟ ଜୀବନ ମଧୁରତାପୂର୍ଣ୍ଣ ରହିବ।‌ ‌ ସିଂହ: ଅଧୁରା ଥିବା କାମ ପୂରା କରିପାରିବେ।

ଚାକିରିରେ ଉନ୍ନତି ଯୋଗ ଅଛି।

ବନ୍ଧୁର ଜନ୍ମଦିନ ସମାରୋହକୁ ଯାଇପାରନ୍ତି।

ପାରିବାରିକ ଜୀବନ ସୁଖକର ହେବ।

ଘର ପାଇଁ ବିଦ୍ୟୁତ୍ ଉପକରଣ କିଣିପାରନ୍ତି।‌ କନ୍ୟା: ଯେଉଁ ମହିଳାମାନେ ବ୍ୟବସାୟ କରୁଛନ୍ତି ସେମାନଙ୍କ ପାଇଁ ଦିନଟି ଭଲ ରହିବ।

ଅଫିସରେ ଆପଣଙ୍କ ପ୍ରଦର୍ଶନ ସମସ୍ତଙ୍କୁ ପସନ୍ଦ ହେବ।

ଯାନ କିଣିବା ପାଇଁ ପରିବାରର ପୂରା ସହଯୋଗ ପାଇବେ।‌ ଆହୁରି ପଢ଼ନ୍ତୁ- Rakhi: ଭାଇ ତତେ ଅପେକ୍ଷା କରିଛି ରାକ୍ଷୀ ତୁଳା: ବାପାମାଆଙ୍କ ସହିତ ଧର୍ମାନୁଷ୍ଠାନକୁ ଯିବେ।

ବ୍ୟବସାୟୀଙ୍କୁ ବଡ଼ ଅର୍ଡ଼ର ମିଳିବ।

ବୈବାହିକ ଜୀବନରେ ଖୁସି ଆସିବ।

ଛାତ୍ରଙ୍କୁ କିଛି ଶିଖାଇବା ପାଇଁ ଦିନଟି ଭଲ।

ପ୍ରେମୀଯୁଗଳ ବାହାରକୁ ବୁଲି ଯିବେ।  ‌ ବିଛା: ବ୍ୟବସାୟ ଦୃଷ୍ଟିରୁ ସଫଳତା ପାଇବେ।

ନିବେଶ ବିଷୟରେ ବଡ଼ଙ୍କର ମତ ନେବା ଠିକ୍ ରହିବ।

ଛୋଟ ଛୋଟ ସଫଳତାରେ ଶୀଘ୍ର ଉନ୍ନତି ହେବ।

ରାଜନୀତି କାର୍ଯ୍ୟରେ ମନ ଲାଗିବ।‌ ଧନୁ: ବନ୍ଧୁ ଆପଣଙ୍କୁ ସାହାଯ୍ୟ ମାଗି ପାରନ୍ତି।

ସ୍ବାସ୍ଥ୍ୟ ଦୃଷ୍ଟିରୁ ଆପଣ ସୁସ୍ଥ ରହିବେ।

ପ୍ରେମୀଯୁଗଳ ନିଜର ଜୀବନ ଶୈଳୀରେ କିଛି ପରିବର୍ତ୍ତନ କରିପାରନ୍ତି।

ବିଜ୍ଞାନ ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ।

ମକର: କୌଣସି କାମ ତରବରିଆରେ କଲେ ଅସୁବିଧାରେ ସମ୍ମୁଖୀନ ହେବେ।

ଦାମ୍ପତ୍ୟ ଜୀବନରେ ମିଷ୍ଟତା ବଢ଼ିବ।

ଆପଣ ଆଜି ଯାହା ଶିଖିବେ ତାହା ଆପଣଙ୍କ ଲାଗି ଲାଭଦାୟକ ହେବ।

କୁମ୍ଭ: ଆପଣଙ୍କର ଅଶାନ୍ତି ନିବାରଣ ହେବ।

ବନ୍ଧୁ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ।

ଧନଲାଭ ହେବ।

ଛାତ୍ରଛାତ୍ରୀଙ୍କୁ କିଛି ନୂଆ ଶିଖିବାକୁ ମିଳିବ।

ପ୍ରିୟଜନଙ୍କ ଠାରୁ ଉପହାର ପାଇବେ।

ମୀନ: ଆପଣଙ୍କୁ ଭଲ ଚାକିରି ମିଳିବ।

ଧନ ଚିନ୍ତା ଦୂର ହୋଇଯିବ।

ପୁରୁଣା ବନ୍ଧୁ ସହିତ ଫୋନରେ କଥା ହେବେ।

ପରିବାରରେ ସୌହାର୍ଦ ବଜାୟ ରହିବ।

ପ୍ରେମୀଯୁଗଳଙ୍କର ସମ୍ବନ୍ଧ ମଧୁରତାପୂର୍ଣ୍ଣ ରହିବ।

"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Master Data Analytics

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)