Horoscope 2026 August 28: ଜାଣନ୍ତୁ ଆଜିର ରାଶିଫଳ...
"ମେଷ: ଘର କାମ ପୂରା କରିବାରେ ପରିବାରର ସହଯୋଗ ପାଇବେ।
ବଡ଼ଙ୍କର ପରାମର୍ଶ ଆପଣଙ୍କ ଲାଗି ଲାଭଦାୟକ ରହିବ।
ରାଜନୀତି କାର୍ଯ୍ୟରେ ରୁଚି ବଢ଼ିବ।
ସ୍ବାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ। Advertisment ବୃଷ: ଉପରିସ୍ଥ କର୍ମଚାରୀ ଆପଣଙ୍କ କାମର ପ୍ରଶଂସା କରିବେ।
ବେପାରରେ ଲାଭ ହେବ।
ଏକାନ୍ନବର୍ତ୍ତୀ ପରିବାରର ଲୋକଙ୍କ ମଧ୍ୟରେ ପ୍ରୀତି ବଢ଼ିବ।
ଯାନ କିଣିବା ଲାଗି ମନ ବଳାଇବେ। ମିଥୁନ: ପୂଜାପାଠରେ ସମୟ ବିତିବ।
ଡେକୋରସନ ବ୍ୟବସାୟୀଙ୍କ ପାଇଁ ଦିନଟି ଭଲ।
ରାଜନୀତି କ୍ଷେତରେ ଥିବା ଲୋକଙ୍କ ପାଇଁ ଦିନଟି ସାଧାରଣ ରହିବ।
ଆପଣଙ୍କ ପିଲାଠାରୁ ଭଲ ଖବର ପାଇବେ। କର୍କଟ: ଓକିଲଙ୍କ ଲାଗି ଦିନଟି ଭଲ ରହିବ।
କୌଣସି ମକଦ୍ଦମାରେ ଜୟଲାଭ କରିବେ।
ଘର ଲୋକ ଆପଣଙ୍କର କୌଣସି କାମରେ ଖୁସି ହେବେ।
ଦାମ୍ପତ୍ୟ ଜୀବନ ମଧୁରତାପୂର୍ଣ୍ଣ ରହିବ। ସିଂହ: ଅଧୁରା ଥିବା କାମ ପୂରା କରିପାରିବେ।
ଚାକିରିରେ ଉନ୍ନତି ଯୋଗ ଅଛି।
ବନ୍ଧୁର ଜନ୍ମଦିନ ସମାରୋହକୁ ଯାଇପାରନ୍ତି।
ପାରିବାରିକ ଜୀବନ ସୁଖକର ହେବ।
ଘର ପାଇଁ ବିଦ୍ୟୁତ୍ ଉପକରଣ କିଣିପାରନ୍ତି। କନ୍ୟା: ଯେଉଁ ମହିଳାମାନେ ବ୍ୟବସାୟ କରୁଛନ୍ତି ସେମାନଙ୍କ ପାଇଁ ଦିନଟି ଭଲ ରହିବ।
ଅଫିସରେ ଆପଣଙ୍କ ପ୍ରଦର୍ଶନ ସମସ୍ତଙ୍କୁ ପସନ୍ଦ ହେବ।
ଯାନ କିଣିବା ପାଇଁ ପରିବାରର ପୂରା ସହଯୋଗ ପାଇବେ। ଆହୁରି ପଢ଼ନ୍ତୁ- Rakhi: ଭାଇ ତତେ ଅପେକ୍ଷା କରିଛି ରାକ୍ଷୀ ତୁଳା: ବାପାମାଆଙ୍କ ସହିତ ଧର୍ମାନୁଷ୍ଠାନକୁ ଯିବେ।
ବ୍ୟବସାୟୀଙ୍କୁ ବଡ଼ ଅର୍ଡ଼ର ମିଳିବ।
ବୈବାହିକ ଜୀବନରେ ଖୁସି ଆସିବ।
ଛାତ୍ରଙ୍କୁ କିଛି ଶିଖାଇବା ପାଇଁ ଦିନଟି ଭଲ।
ପ୍ରେମୀଯୁଗଳ ବାହାରକୁ ବୁଲି ଯିବେ। ବିଛା: ବ୍ୟବସାୟ ଦୃଷ୍ଟିରୁ ସଫଳତା ପାଇବେ।
ନିବେଶ ବିଷୟରେ ବଡ଼ଙ୍କର ମତ ନେବା ଠିକ୍ ରହିବ।
ଛୋଟ ଛୋଟ ସଫଳତାରେ ଶୀଘ୍ର ଉନ୍ନତି ହେବ।
ରାଜନୀତି କାର୍ଯ୍ୟରେ ମନ ଲାଗିବ। ଧନୁ: ବନ୍ଧୁ ଆପଣଙ୍କୁ ସାହାଯ୍ୟ ମାଗି ପାରନ୍ତି।
ସ୍ବାସ୍ଥ୍ୟ ଦୃଷ୍ଟିରୁ ଆପଣ ସୁସ୍ଥ ରହିବେ।
ପ୍ରେମୀଯୁଗଳ ନିଜର ଜୀବନ ଶୈଳୀରେ କିଛି ପରିବର୍ତ୍ତନ କରିପାରନ୍ତି।
ବିଜ୍ଞାନ ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ।
ମକର: କୌଣସି କାମ ତରବରିଆରେ କଲେ ଅସୁବିଧାରେ ସମ୍ମୁଖୀନ ହେବେ।
ଦାମ୍ପତ୍ୟ ଜୀବନରେ ମିଷ୍ଟତା ବଢ଼ିବ।
ଆପଣ ଆଜି ଯାହା ଶିଖିବେ ତାହା ଆପଣଙ୍କ ଲାଗି ଲାଭଦାୟକ ହେବ।
କୁମ୍ଭ: ଆପଣଙ୍କର ଅଶାନ୍ତି ନିବାରଣ ହେବ।
ବନ୍ଧୁ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ।
ଧନଲାଭ ହେବ।
ଛାତ୍ରଛାତ୍ରୀଙ୍କୁ କିଛି ନୂଆ ଶିଖିବାକୁ ମିଳିବ।
ପ୍ରିୟଜନଙ୍କ ଠାରୁ ଉପହାର ପାଇବେ।
ମୀନ: ଆପଣଙ୍କୁ ଭଲ ଚାକିରି ମିଳିବ।
ଧନ ଚିନ୍ତା ଦୂର ହୋଇଯିବ।
ପୁରୁଣା ବନ୍ଧୁ ସହିତ ଫୋନରେ କଥା ହେବେ।
ପରିବାରରେ ସୌହାର୍ଦ ବଜାୟ ରହିବ।
ପ୍ରେମୀଯୁଗଳଙ୍କର ସମ୍ବନ୍ଧ ମଧୁରତାପୂର୍ଣ୍ଣ ରହିବ।
"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
