Horoscope 2026 July 07: ଜାଣନ୍ତୁ ଆଜିର ରାଶିଫଳ...
"ମେଷ: ଦିନଟି ପରିବାର ପାଇଁ ଖୁସି ନେଇ ଆସିବ।
ମହିଳାମାନଙ୍କ ଲାଗି ଦିନଟି ବହୁତ ଭଲ ରହିବ।
ଆଧ୍ୟାତ୍ମିକ କାର୍ଯ୍ୟରେ ଆପଣଙ୍କର ରୁଚି ବଢ଼ିବ।
ପ୍ରତିଯୋଗିତା ପାଇଁ ଛାତ୍ରଛାତ୍ରୀ ପ୍ରସ୍ତୁତି ଜାରି ରଖନ୍ତୁ। Advertisment ବୃଷ: ଦିନଟି ବ୍ୟସ୍ତତାରେ କଟିବ।
କର୍ତ୍ତୃପକ୍ଷ ଆପଣଙ୍କୁ କୌଣସି ନୂଆ ଦାୟିତ୍ବ ପ୍ରଦାନ କରିବେ।
ଖେଳାଳିମାନେ ଅଧିକ ସମୟ ଅଭ୍ୟାସ କରିବେ।
କୌଣସି ବନ୍ଧୁ ଆପଣଙ୍କ ଘରକୁ ନିମନ୍ତ୍ରଣ ଦେବା ପାଇଁ ଆସିବେ।
ମିଥୁନ: ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଭଲ ଦିନଟିଏ।
ସମାଜରେ ଆପଣଙ୍କ କାମ ପାଇଁ ପ୍ରଶଂସା ହୋଇପାରେ।
ଅଫିସରେ ଉଚ୍ଚାଧିକାରୀଙ୍କ ଠାରୁ ସକାରାତ୍ମକ ବ୍ୟବହାର ପାଇବେ।
କର୍କଟ: କାର୍ଯ୍ୟକ୍ଷେତ୍ରରେ ଭଲ ପ୍ରଦର୍ଶନ କରିବେ।
କୌଣସି ପରିଜନଙ୍କ ଠାରୁ ଖୁସି ଖବର ପାଇବେ।
ନିଜର ଶକ୍ତିକୁ ଭଲ କାମରେ ଲଗାନ୍ତୁ।
ବ୍ୟବସାୟ କାମରେ ଦୂରସ୍ଥାନକୁ ଯିବେ।
ପ୍ରେମ ସମ୍ବନ୍ଧ ନିବିଡ଼ ହେବ।
ସିଂହ: ଆପଣ କୌଣସି କାମକୁ ନେଇ ଉତ୍ସାହିତ ରହିବେ।
କିଛି ବିଚାର ବଳିଷ୍ଠ ଓ ସୃଜାନାତ୍ମକ ହେବ।
ପରିବାରରେ ସବୁ ଲୋକ କୌଣସି ସମାରୋହରେ ସାମିଲ ହେବେ।
ଛାତ୍ରଛାତ୍ରୀ ଲେଖାପଢ଼ାରେ ମନ ଦିଅନ୍ତୁ।
କନ୍ୟା: କାନୁନ ମାମଲାରେ ଅସ୍ଥିର ହୁଅନ୍ତୁ ନାହିଁ।
ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ ଭବିଷ୍ୟତରେ ଆସିବାକୁ ଥିବା ଅଶାନ୍ତିରୁ ରକ୍ଷା ପାଇବେ।
ନିଜର କାମକୁ ସାମାନ୍ୟ ଗତିରେ ପୂରା କରିବେ।
ପ୍ରେମ ସମ୍ବନ୍ଧ ମଧୁର ହେବ।
ଆହୁରି ପଢ଼ନ୍ତୁ- NH Safety Concerns ୫୫ ନମ୍ବର ଜାତୀୟ ରାଜପଥ, ୧୦୦ରୁ ଅଧିକ ସ୍ଥାନରେ ଖାଲ, ଫାଟ, ସ୍ଥିତି ସଙ୍ଗିନ ତୁଳା: କାହାରିକୁ ଦେଇଥିବା ଧାର ଫେରସ୍ତ ପାଇବେ।
ପରିଜନଙ୍କ ସହିତ କୌଣସି ଧାର୍ମିକ ଯାତ୍ରାରେ ଯିବେ।
ମହତ୍ବପୂର୍ଣ୍ଣ ନିର୍ଣ୍ଣୟ ଭାବିଚିନ୍ତି ନିଅନ୍ତୁ।
ଦାମ୍ପତ୍ୟ ଜୀବନରେ ଭଲ ପରିଣାମ ପାଇବେ।
ବିଛା: ଆପଣଙ୍କ ମନ ଆଧ୍ୟାତ୍ମିକ ଆଡ଼କୁ ଢଳି ରହିବ।
ବଡ଼ଙ୍କର ଆଶୀର୍ବାଦ ପାଇବେ।
ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ।
ଦାମ୍ପତ୍ୟ ଜୀବନରେ ସୁଖ ପାଇବେ।
ପ୍ରେମୀଯୁଗଳ ବାହାରକୁ ବୁଲି ଯିବେ।
ଧନୁ: ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ଯୋଜନା କରିବେ।
ଆପଣଙ୍କର ସାକ୍ଷାତ କୌଣସି ବାଲ୍ୟବନ୍ଧୁ ସହିତ ହେବ।
ଆମୋଦ ପ୍ରମୋଦରେ ଅଧିକ ମନ ଲାଗିବ।
ମନରେ କୌଣସି କାହାଣୀ ଲେଖିବାର ବିଚାର ଆସିବ। ମକର: କୌଣସି ସଂପତ୍ତିର ସଉଦା ତରବରିଆରେ କରନ୍ତୁ ନାହିଁ।
ରାଜନୀତି କ୍ଷେତ୍ରରେ ଥିବା ଲୋକ ବଡ଼ ନେତାଙ୍କ ସହିତ ମିଶିବାର ଅବସର ପାଇବେ।
କାର୍ଯ୍ୟକ୍ଷେତ୍ରରେ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। କୁମ୍ଭ: ଦିନଟି ନିଶ୍ଚିତରୂପେ ଫଳଦାୟୀ ହେବ।
ଶିକ୍ଷାରେ ଲାଗି ରହିଥିବା ବାଧା ଦୂର ହେବ।
ଧାର୍ମିକ କାର୍ଯ୍ୟ ପ୍ରତି ଆସ୍ଥାରେ ଆଗକୁ ବଢ଼ିବେ।
ଆପଣଙ୍କର ସାକ୍ଷାତ କିଛି ନୂଆ ଲୋକଙ୍କ ସହିତ ହେବ। ମୀନ: ଏକରୁ ଅଧିକ ଉତ୍ସରୁ ଧନ ପାଇବେ।
ଶାସକ ଓ ପ୍ରଶାସକ ମାମଲାରେ ଆପଣ ସାବଧାନତା ଅବଲମ୍ବନ କରନ୍ତୁ।
ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ।
ଶିକ୍ଷାର୍ଥୀଙ୍କର ଲେଖାପଢ଼ାରେ ମନ ଲାଗିବ। "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।