Horoscope 2026 July 25: ଜାଣନ୍ତୁ ଆଜିର ରାଶିଫଳ...

Jul 25, 2026 - 00:13
Horoscope 2026 July 25: ଜାଣନ୍ତୁ ଆଜିର ରାଶିଫଳ...

"ମେଷ: ଆପଣଙ୍କ ପାଖକୁ ଯେଉଁ ଦାୟିତ୍ବ ଆସିବ ତାକୁ ଭଲଭାବେ ନିର୍ବାହ କରିପାରିବେ।

ପଇସା ଦିଆ ନିଆରେ ସାବଧାନତା ଅବଲମ୍ବନ କରନ୍ତୁ।

ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।

Advertisment ବୃଷ: କାମ କରିବା ସମୟରେ ଧ୍ୟାନ ଏକତ୍ର କରନ୍ତୁ।

ସରକାରୀ କାମରେ କିଛି ଲୋକଙ୍କ ସାହାଯ୍ୟ ପାଇବେ।

ନୂଆ ଘର କିଣିବାର ବିଚାର ବଡ଼ମାନଙ୍କ ସହିତ ବସି କରିନେବେ।

ନବଦମ୍ପତିଙ୍କ ଲାଗି ଭଲ ଦିନଟିଏ।

ମିଥୁନ: ଭାବିଥିବା କାମ ସଂପୂର୍ଣ୍ଣ ହେବ।

ଆପଣଙ୍କ ବ୍ୟବହାରରେ ପରିବାରର ସୌହାର୍ଦ୍ଦପୂର୍ଣ୍ଣ ବାତାବରଣ ନିର୍ମିତ ହେବ।

କୌଣସି ପାଖଲୋକ ଆର୍ଥିକ ସହାୟତା ମାଗିବେ।

ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।‌ କର୍କଟ: ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ହେବ।

ଆପଣଙ୍କୁ ନୂଆ ଉତ୍ସରୁ ଧନପ୍ରାପ୍ତି ହେବ।

ଦାମ୍ପତ୍ୟ ଜୀବନ ବହୁତ ରୋଚକ ଓ ସୁଖମୟ ରହିବ।

ଛାତ୍ରଙ୍କୁ ଅଧିକ ପରିଶ୍ରମ କରିବାକୁ ହେବ।

ସିଂହ: ବିନା କାରଣରେ କାହାରି ସହିତ ଅଭଦ୍ରତା କରନ୍ତୁ ନାହିଁ।

ଯେଉଁମାନେ ରାଜନୀତି କ୍ଷେତ୍ରରେ ଅଛନ୍ତି ସେମାନଙ୍କର ସମାଜରେ ପ୍ରତିଷ୍ଠା ବୃଦ୍ଧି ହେବ।

ପାରିବାରିକ ଜୀବନ ସମୃଦ୍ଧ, ଶାନ୍ତିପୂର୍ଣ୍ଣ ରହିବ। ‌‌ କନ୍ୟା: ଆପଣଙ୍କ ଭିତରେ ସଫଳତା ଓ ଉଚ୍ଚପଦ ପ୍ରାପ୍ତ କରିବାର ଇଚ୍ଛା ଜାଗ୍ରତ ହେବ।

ନିବେଶ ପୂର୍ବରୁ ଅଭିଜ୍ଞ ବ୍ୟକ୍ତିଙ୍କ ସହ ପରାମର୍ଶ କରନ୍ତୁ।

ବିବାହିତଙ୍କ ଲାଗି ଦିନଟି ଭଲ ରହିବ।

ଆହୁରି ପଢ଼ନ୍ତୁ- Cabinet: କେମିକାଲ ପାର୍କ ପ୍ରତିଷ୍ଠା ଲାଗି ""ଭାରତ ଔଦ୍ୟୋଗିକ ବିକାଶ ଯୋଜନା (ଭବ୍ୟ) ରସାୟନ""କୁ କ୍ୟାବିନେଟ୍‌ ମଞ୍ଜୁରି ତୁଳା: ପାରିବାରିକ ଜୀବନ ଆହ୍ଲାଦିତ ହେବ।

ବେପାରୀବର୍ଗଙ୍କୁ ଧନଲାଭ ହେବ।

କୌଣସିପ୍ରକାର ବିବାଦଠାରୁ ଦୂରରେ ରହନ୍ତୁ।

ଆପଣ ଆଶା କରିଥିବା ଜାଗାରେ ଚାକିରି ପାଇବେ।

ବିଛା: ସରକାରୀ କାମରେ ଆପଣ ସଫଳତା ପାଇବେ।

ବାପାମାଆଙ୍କର ପରାମର୍ଶ ଆପଣଙ୍କ ପାଇଁ ଲାଭକାରୀ ସିଦ୍ଧି ହେବ।

ଓକିଲଙ୍କର ସମାଜରେ ପ୍ରସିଦ୍ଧି ବଢ଼ିବ।

ଆୟ ବ୍ୟୟରେ ସମାନତା ରହିବ।

ଧନୁ: ଦିନଟି ଆପଣଙ୍କୁ ଉନ୍ନତି ଦେବ।

ମୁସ୍କିଲ ପରିସ୍ଥିତିରେ ବନ୍ଧୁର ସାହାଯ୍ୟ ପାଇବେ।

ବ୍ୟବସାୟୀ କୌଣସି ବଡ଼ ନିର୍ଣ୍ଣୟ ନେବେ।

ବାପାମାଆ ପିଲାଙ୍କର ଉଜ୍ଜ୍ବଳ ଭବିଷ୍ୟତ ପାଇଁ ଚିନ୍ତା କରିବେ।

ମକର: ନୂଆ କାମ କରିବା ପୂର୍ବରୁ ବଡ଼ଙ୍କ ସମ୍ମତି ନିଅନ୍ତୁ।

ବ୍ୟବସାୟରେ ବେଶୀ ଲାଭ ପାଇଁ ଅଧିକ ମନୋଯୋଗରେ କାମ କରନ୍ତୁ।

ପ୍ରେମୀଯୁଗଳଙ୍କର ସମ୍ବନ୍ଧ ମଜଭୁତ ହେବ।

କୁମ୍ଭ: ଆପଣଙ୍କୁ ବେପାରରେ ଉନ୍ନତି ଦିଶିବ।

ଅଫିସରେ କର୍ତୃପକ୍ଷ ଆପଣଙ୍କ କାମ ଦେଖି ଖୁସି ହେବେ।

ପୈତୃକ ସଂପତ୍ତିରୁ ଲାଭ ମିଳିପାରେ।

ଗୃହିଣୀମାନଙ୍କ ଲାଗି ଦିନଟି ଭଲ ରହିବ।

ମୀନ: ପ୍ରଭୁଙ୍କ ସ୍ମରଣରେ ମନରେ ସକାରାତ୍ମକ ଶକ୍ତି ସଂଚାର ହେବ।

ବେପାରରେ ଆପଣଙ୍କୁ ଖୁବ୍ ଉନ୍ନତି ମିଳିବ।

ସରକାରୀ ଚାକିରିଆଙ୍କର ପଦୋନ୍ନତି ହୋଇପାରେ।

ପ୍ରେମ ଜୀବନ ଭଲ ରହିବ।"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।