Horoscope 2026 November 25: ଜାଣନ୍ତୁ ଆଜିର ରାଶିଫଳ...

Nov 25, 2026 - 00:13
Horoscope 2026 November 25: ଜାଣନ୍ତୁ ଆଜିର ରାଶିଫଳ...

‌ମେ‌ଷ: ନକାରାତ୍ମକ ମାନସିକତା ଲୋକଙ୍କ ଠାରୁ ଦୂରରେ ରହନ୍ତୁ।

ଆପଣଙ୍କର ସ୍ବାସ୍ଥ୍ୟ ଭଲ ରହିବ।

ବ୍ୟବସାୟରେ ଭଲ ଲାଭ ହେବ।

ତରବରିଆ ଭାବେ ନେଇଥିବା ନିଷ୍ପତ୍ତି ଭୁଲ୍ ହୋଇପାରେ। ‌ ‌ Advertisment ବୃଷ: କୌଣସି ବନ୍ଧୁର ଆଗମନରେ ଘରେ ଖୁସିର ବାତାବରଣ ନିର୍ମାଣ ହେବ।

ଆପଣଙ୍କ ଆର୍ଥିକ ସ୍ଥିତିରେ ମଜଭୁତ ଆସିବ।

ପ୍ରତିଯୋଗୀ ପରୀକ୍ଷା ପାଇଁ ପ୍ରସ୍ତୁତ କରୁଥିବା ଛାତ୍ରଛାତ୍ରୀଙ୍କୁ ଭଲ ପରିଣାମ ହାସଲ ହେବ। ‌ ମିଥୁନ: ବେପାରରେ ନିବେଶ ପାଇଁ ଭଲ ଦିନଟିଏ।

ସପ୍ଟଓୟାର ଇଂଜିନିୟର ନିଜର ଲକ୍ଷ୍ୟ ପୂରା କରିନେବେ।

ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ଶିକ୍ଷାର୍ଥୀ ‌ପାଠପଢ଼ାରେ ଧ୍ୟାନ ଦିଅନ୍ତୁ।

କର୍କଟ: ଅଫିସରେ ସହକର୍ମୀଙ୍କ ସହିତ ମିଳିମିଶି ରହିବା ଦରକାର।

ଗରିବ ଲୋକଙ୍କୁ ଯଥାସମ୍ଭବ ସାହାଯ୍ୟ କରିବେ।

ବ୍ୟବସାୟରେ ବଡ଼ ଡିଲ୍ ହୋଇପାରେ।

ନବବିବାହିତ ଦମ୍ପତିଙ୍କ ସମ୍ବନ୍ଧରେ ମଧୁରତା ବଢ଼ିବ।

ସିଂହ: ଜୀବନସାଥୀଠାରୁ କୌଣସି ଉପହାର ପାଇବେ।

ପରିବାରରେ ସୁଖ ଶାନ୍ତିର ବାତାବରଣ ନିର୍ମାଣ ହେବ।

ବ୍ୟବସାୟ କ୍ଷେତ୍ରରେ କୌଣସି ଅନୁଭବୀ ବ୍ୟକ୍ତିଙ୍କର ପରାମର୍ଶ ପାଇବେ।

କନ୍ୟା: ଅଫିସରେ ଆପଣଙ୍କ କାମ ବଦଳିପାରେ।

କୌଣସି ଜିନିଷକୁ ନେଇ ବହୁତ ଉତ୍ସାହିତ ରହିବେ।

ରାଜନୀତିରେ ଆପଣଙ୍କର ମାନସମ୍ମାନ ବଢ଼ିବ।

ଛାତ୍ରଛାତ୍ରୀ ଲେଖାପଢ଼ାରେ ଅଧିକ ସମୟ ଦିଅନ୍ତୁ।

ଆହୁରି ପଢ଼ନ୍ତୁ- UP Polls: ମହିଳା ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ଚର୍ଚ୍ଚାରେ ଭାରତୀୟ ଜନତା ପାର୍ଟିର 'ନଗଦ ଅର୍ଥ ହସ୍ତାନ୍ତର ଯୋଜନା' ତୁଳା: ଧୈର୍ଯ୍ୟ ଧରି ରହିଲେ ଆପଣଙ୍କର ଅଧୁରା କାର୍ଯ୍ୟ ସଂପୂର୍ଣ୍ଣ ହୋଇଯିବ।

ଆପଣଙ୍କର ଭାଇ ଆପଣଙ୍କୁ ସାହାଯ୍ୟ ମାଗିପାରନ୍ତି।

ବ୍ୟବସାୟ ଭଲଭାବେ ଆଗକୁ ବଢ଼ିବ।

ଅଫିସରେ ପଦୋନ୍ନତି ହେବାର ସୁଯୋଗ ଅଛି।

ବିଛା: ମିଡିଆ କ୍ଷେତ୍ରରେ ଥିବା ଲୋକ ଭଲଖବର ପାଇବେ।

ଚାକିରି ସମ୍ବନ୍ଧୀୟ କୌଣସି ବଡ଼ ନିଷ୍ପତ୍ତି ନେଇ ପାରନ୍ତି।

ଜୀବନସାଥୀ ସହିତ ରାତ୍ରିଭୋଜନ ପାଇଁ ହୋଟେଲ୍‌ ଯିବାର ଯୋଜନା କରିବେ।

ଧନୁ: ଆପଣଙ୍କ ଭାଇ ଆପଣଙ୍କର କୌଣସି କାମରେ ସାହାଯ୍ୟ କରିବେ।

ନୂତନ ଚିନ୍ତାଧାରରେ ବ୍ୟବସାୟ ଆଗକୁ ବଢ଼ାଇପାରନ୍ତି।

ଶତ୍ରୁ ଦବି ରହିବେ।

ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ।

ମକର: ନୂଆ ବେପାର ଆରମ୍ଭ କରିବା ପୂର୍ବରୁ ଆପଣଙ୍କର ବଡ଼ଙ୍କ ଠାରୁ ପରାମର୍ଶ ଅବଶ୍ୟ ନିଅନ୍ତୁ।

ଅଫିସରେ ଅଧୁରା କାର୍ଯ୍ୟ ପୂରା ହେବ।

ଦାମ୍ପତ୍ୟ ସମ୍ବନ୍ଧରେ ମିଷ୍ଟତା ବଜାୟ ରହିବ।

କୁମ୍ଭ: ବେପାରର ଗତି ବଢ଼ାଇବା ଲାଗି ଯୋଜନା ପ୍ରସ୍ତୁତ କରିବେ।

ଶିକ୍ଷକଙ୍କର ଦରମା ବୃଦ୍ଧି ହେବ।

ରାଜନୀତିକ ଲୋକ କୌଣସି ସମାରୋହରେ ନିଜର କଥା ରଖିବେ।

ଅଚାନକ ଧନଲାଭର ସମ୍ଭାବନା।

ମୀନ: କାରବାର ଆଗକୁ ବଢ଼ାଇବା ପାଇଁ ବିଚାର ପ୍ରସ୍ତୁତ କରିବେ।

ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କୁ କୌଣସି ଭଲ ପଦ ମିଳିବ।

ଜୀବନସାଥୀ ସହିତ ବାହାରକୁ ବୁଲିଯିବେ।

ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)