Horrific Bike Crash: ୨ ବାଇକ ମୁହାଁମୁହିଁ ଧକ୍କା; ୨ ଆରୋହୀଙ୍କ ମୃତ୍ୟୁ, ୨ ଜଣ ଗୁରୁତର

Nov 23, 2026 - 10:23
Horrific Bike Crash: ୨ ବାଇକ ମୁହାଁମୁହିଁ ଧକ୍କା; ୨ ଆରୋହୀଙ୍କ ମୃତ୍ୟୁ, ୨ ଜଣ ଗୁରୁତର

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨ଜଣ ମୃତ।

୨ବାଇକ ମୁହାଁମୁହିଁ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ହୋଇଛନ୍ତି।

ଆଜି ସକାଳୁ ସକାଳୁ ଘଟିଛି ଏକ ହୃଦୟ ବିଦାରକ ଘଟଣା।

ମୟୂରଭଞ୍ଜ ଜିଲ୍ଲା ଯଶିପୁର ଥାନା ୨୨୦ନମ୍ବର ଜାତୀୟ ରାଜପଥର ପାଣ୍ଠ ନିକଟରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।

Advertisment ଫଳରେ ଦୁଇ ବାଇକ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି।

ତେବେ ସ୍ଥାନୀୟ ଲୋକଙ୍କ ସହାୟତାରେ ୧୦୮ଆମ୍ବୁଲାନ୍ସ ଯୋଗେ ଗୁରୁତରଙ୍କୁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଘଟଣା ସ୍ଥାଳରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିବା ସୂଚନା ମିଳିଛି।

ଖବର ପାଇ ଯଶିପୁର ଥାନା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଥିବା ଦେଖିବାକୁ ମିଳିଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)