Hunger Strike: ବିଭିନ୍ନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

Aug 25, 2026 - 12:39
Hunger Strike: ବିଭିନ୍ନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

"ଗୁଣପୁର: ରାୟଗଡ଼ା ଜିଲ୍ଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ବିଭିନ୍ନ ଦାବିନେଇ ମଙ୍ଗଳବାର ଠାରୁ ଅନଶନ ଆରମ୍ଭ କରିଛନ୍ତି l ଅନଶନ ଆରମ୍ଭ ପୁର୍ବରୁ କର୍ମୀ ଏବଂ ସହାୟିକାମାନେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଶୋଭାଯାତ୍ରାରେ ବାହାରି ସିଡିପିଓଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚି ଅନଶନ ଆରମ୍ଭ କରିଛନ୍ତି lAdvertisment ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ ସିଡିପିଓଙ୍କ ବିରୁଦ୍ଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ କିମ୍ବା ବଦଳି ନ ହେବା ଯାଏଁ ଏଵଂ ଅନ୍ୟାନ୍ୟ ଦାବି ନେଇ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ l ସେମାନଙ୍କର ଦାବି ପୂରଣ ନ ହେବାରୁ ଅନଶନ ଆରମ୍ଭ କରିଛନ୍ତି ଅଙ୍ଗନୱାଡି କର୍ମୀ ଏବଂ ସହାୟିକା l Loot: ବନ୍ଧୁକ ମୁନରେ ଶିକ୍ଷୟିତ୍ରୀଙ୍କ ନିକଟରୁ ମୋବାଇଲ ଲୁଟ୍ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Master Data Analytics

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)