Important Meeting: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ

Oct 21, 2026 - 13:04
Important Meeting: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ

"ଭୁବନେଶ୍ବର: ଲୋକସେବା ଭବନରେ ମଧ୍ୟାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି।

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ସଂପର୍କରେ ଆଲୋଚନା ପାଇଁ ଏହି ବୈଠକ ଆୟୋଜିତ ହେଉଥିବାର ସୂଚନା ରହିଛି।

ପୁଲିସ ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ।Advertisment  ବୈଠକରେ ପୁଲିସ ଡିଜିଙ୍କ ସହ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଗୁଇନ୍ଦା ବିଭାଗର ନିର୍ଦ୍ଦେଶକ ଯୋଗଦେଇଥିବା ଜଣାଯାଇଛି ।

ତେବେ ଏହି ବୈଠକରେ କେଉଁ ପ୍ରସଙ୍ଗକୁ ନେଇ ଆଲୋଚନା ହେବ ଏବଂ କେଉଁ ନିଷ୍ପତ୍ତି ନିଆଯିବ, ତାହା ଉପରେ ରହିଛି ନଜର।

Elephant: ୧୦ ମାସ ପରେ ପୁଣି ଫେରିଲା ଦନ୍ତା,  ଘେରି ରହିଛନ୍ତି ୨୦ ଜଣିଆ ବନବାହିନୀ"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)