IPS: ୬ ଆଇପିଏସ୍‌ଙ୍କ ଦାୟିତ୍ବ ବଦଳିଲା

Aug 22, 2026 - 05:04
IPS: ୬ ଆଇପିଏସ୍‌ଙ୍କ ଦାୟିତ୍ବ ବଦଳିଲା

"ଭୁବନେଶ୍ବର: ରାଜ୍ୟ ସରକାର ଆଜି ୬ ଜଣ ଆଇପିଏସ୍‌ ଅଧିକାରୀଙ୍କୁ ବଦଳି କରିଛନ୍ତି।

ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଓ ଏସ୍‌ଟିଏଫ୍‌ର ଆଇଜି, ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇଙ୍କୁ ଗୁଇନ୍ଦା ଆଇଜି ଭାବେ ନିଯୁକ୍ତି ମିଳିଛି।Advertisment Women entrepreneurs Odisha: ମହିଳା ଉଦ୍ୟୋଗୀଙ୍କ ପାଇଁ "ଉଦ୍ୟମୀ ଶକ୍ତି" ଗୁଇନ୍ଦା ଆଇଜି ଥିବା ଜୟନାରାୟଣ ପଙ୍କଜଙ୍କୁ ଦକ୍ଷିଣାଞ୍ଚଳ ଆଇଜି, ସେଠାରେ ଥିବା ଆଇଜି ନୀତିଶେଖରଙ୍କୁ ପୁଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି।

ଚରଣ ସିଂହ ମୀନାଙ୍କୁ ଉତ୍ତରାଞ୍ଚଳ ଡିଆଇଜି ଓ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୨୦୧୦ ବ୍ୟାଚ୍‌ର ଆଶିଷ କୁମାର ସିଂହଙ୍କୁ ଉତ୍ତର-କେନ୍ଦ୍ରାଞ୍ଚଳ ଡିଆଇଜି ଭାବେ ଦାୟିତ୍ବ ମିଳିଛି।

Protest: ଯନ୍ତର-ମନ୍ତରରେ "ଆରକ୍ଷଣ ହଟାଅ" ଆନ୍ଦୋଳନ, ୟୁଜିସି ନିୟମକୁ ନେଇ ବିକ୍ଷୋଭ"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Master Data Analytics

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)