Jagannath Temple: ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ
"ପୁରୀ: ଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ।
ଦେଢ଼ ଘଣ୍ଟା ବନ୍ଦ ରହିଥିଲା ସର୍ବସାଧାରଣ ଦର୍ଶନ।
ଧୁକୁଡି ଦ୍ୱାରରେବାନ୍ତି ପଡ଼ିଥିବାରୁ ବଡ଼ ମହାସ୍ନାନ ନୀତି ହୋଇଛି।
ସକାଳ ଧୂପ ପରେ ଭିତରକାଠ ଦର୍ଶନ ଚାଲିଥିବା ବେଳେ ବାନ୍ତି ପଡ଼ିଥିବା ନଜର ଆସିଥିଲା ।
ଏହାପରେ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଥିଲା।Advertisment ସାଧାରଣ ଦର୍ଶନ ପ୍ରଭାବିତ ହୋଇଥିଲା ଏଥିଲାଗି ଦେଢ଼ ଘଣ୍ଟା ସାଧାରଣ ଦର୍ଶନ ପ୍ରଭାବିତ ହୋଇଥିଲା।
ଏହାପରେ ସୁରୁଖୁରୁରେ ପୁଣି ସର୍ବସାଧାରଣ ଦର୍ଶନ ଚାଲିଛି।
Arrested: ବେଆଇନ ବନ୍ଧୁକ ରଖିଥିବା ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କଲା କୋରେଇ ପୁଲିସ୍ "
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
