30 OCTOBER 2026

Welcome!

Unlock your personalized experience.
Sign Up

Judgement: ୩୦ରେ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନର ପୂର୍ଣ୍ଣାଙ୍ଗ ଶୁଣାଣି

Oct 29, 2026 - 22:12
Judgement: ୩୦ରେ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନର ପୂର୍ଣ୍ଣାଙ୍ଗ ଶୁଣାଣି

କଟକ: ବହୁ ଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆଗୁଆ ଜାମିନ ଆବେଦନର ଅକ୍ଟୋବର ୩୦ରେ ପୂର୍ଣ୍ଣାଙ୍ଗ ଶୁଣାଣି ହେବ। ଆବେଦନକାରୀଙ୍କ ଅନୁରୋଧ ଅନୁସାରେ ଶୁକ୍ରବାରକୁ ଆଗୁଆ ଜାମିନ ଆବେଦନର ଶୁଣାଣି ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ଏଠାରେ ସୂଚନା ଯୋଗ୍ୟ ଯେ ଅକ୍ଟୋବର ୨୩ରେ ହାଇକୋର୍ଟ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ ଆବେଦନର ଶୁଣାଣି କରି କେସ ଡାଏରି ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।

Judgement: ଅଡୁଆରେ ବିଦ୍ୟାଭାରତୀ; ଅକ୍ଟୋବର ୧ ସୁଦ୍ଧା ହାଜର ହେବାକୁ ନିର୍ଦ୍ଦେଶ

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)