kataka Bali Yatra: ବାଲିଯାତ୍ରା ୨ ଦିନ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କଟକ ମେୟର୍

Nov 27, 2026 - 10:45
kataka  Bali Yatra: ବାଲିଯାତ୍ରା ୨ ଦିନ ବଢ଼ାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କଟକ ମେୟର୍

କଟକ : ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଦୁଇ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ଚିଠି ଲେଖିଲେ କଟକ ମେୟର୍ ସୁବାସ ସିଂହ।

ଯଦି ମୁଖ୍ୟମନ୍ତ୍ରୀଙ୍କ ସ୍ବୀକୃତି ମିଳେ ତେବେ ବାଲିଯାତ୍ରା ଡିସେମ୍ବର ୧ ତାରିଖ ପରିବର୍ତ୍ତେ ଆସନ୍ତା ୩ ତାରିଖ ଦିନ ଉଦ୍‌ଯାପିତ ହେବ।

ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀମାନଙ୍କ କାରବାରକୁ ନଜରରେ ରଖି ମେୟର ଏହାର ଅବଧି ବୃଦ୍ଧି ଲାଗି ଅନୁରୋଧ କରିଛନ୍ତି।

Advertisment

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)