LK Advani: ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରୁ ଡିସଚାର୍ଜ

Oct 19, 2026 - 14:44
LK Advani: ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରୁ ଡିସଚାର୍ଜ

"ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଏବଂ ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି।

ଛାତି ସଂକ୍ରମଣ ଯୋଗୁଁ ତାଙ୍କୁ ଅକ୍ଟୋବର ୧୬ ତାରିଖରେ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।Advertisment ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିଛି ସୋମବାର ହସ୍ପିଟାଲ ପକ୍ଷରୁ କୁହାଯାଇଛି ଯେ, ୯୮ ବର୍ଷୀୟ ଆଡଭାନୀ ନ୍ୟୁରୋଲୋଜିର ବରିଷ୍ଠ ପରାମର୍ଶଦାତା ଡାକ୍ତର ବିନୀତ ସୁରୀଙ୍କ ତତ୍ତ୍ୱାବଧାନରେ ଥିଲେ ଏବଂ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିଛି।

ବିଜେପିର ସବୁଠାରୁ ବରିଷ୍ଠ ନେତାମାନଙ୍କ ମଧ୍ୟରୁ ଜଣେ ଆଡଭାନୀ ବହୁ ଦଶନ୍ଧି ଧରି ଭାରତୀୟ ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ।

ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତରେ ଶପଥ ପାଠ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)