Low Pressure:ମାଡ଼ି ଆସୁଛି ବଡ଼ ବର୍ଷା, ୨୭ ଯାଏ ପ୍ରବଳ ବର୍ଷିବ
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୭ ଯାଏ ପ୍ରବଳ ବର୍ଷିବ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚ
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୭ ଯାଏ ପ୍ରବଳ ବର୍ଷିବ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହୋଇଛି ।
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୭ ଯାଏ ପ୍ରବଳ ବର୍ଷିବ । ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଅଞ୍ଚଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଓ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହୋଇଛି । ଯାହା ଆଗାମୀ ୨୪ ଘଣ୍ଟାରେ ଉତ୍ତରପଶ୍ଚିମ ଦିଗରେ ଝାଡଖଣ୍ଡ ଦେଇ ଗତିକରିବାର ସମ୍ଭାବନା ଅଛି ।
ସେପଟେ ଆଜି ସକାଳ ସାଢେ ୮ଟା ସୁଦ୍ଧା ସୁନ୍ଦରଗଡ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କେନ୍ଦୁଝର, ମୟୂରଭଂଜ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କହିଛି ପାଣିପାଗ କେନ୍ଦ୍ର ।
ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଆସନ୍ତା ୨୭ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ...
Disclaimer: This content has been automatically aggregated from television for informational purposes. To read the original article, please visit television.
Home
