Murder: ପ୍ରେମିକା ଘରେ ପଶିଥିବା ବେଳେ ପ୍ରେମିକକୁ ଜାଳିଦେଲେ ପରିବାର ଲୋକେ, ୩ ଅଟକ

Sep 17, 2026 - 09:10
Murder: ପ୍ରେମିକା ଘରେ ପଶିଥିବା ବେଳେ ପ୍ରେମିକକୁ ଜାଳିଦେଲେ ପରିବାର ଲୋକେ, ୩ ଅଟକ

"ରିଆମାଳ: ଦେବଗଡ଼ ଜିଲ୍ଲା ରିଆମାଳ ଥାନା ରିଆମାଳ ସଦରମହକୁମାରେ ବିଳମ୍ବିତ ରାତିରେ ପ୍ରେମିକା ଘରେ ପଶିଥିବା ବେଳେ ପ୍ରେମିକକୁ ହତ୍ୟା କରାଯାଇଛି ।

ମାଡ଼ପିଟ୍ ପରେ ପେଟ୍ରୋଲ ଢାଳି ଜାଳି ଦେଇଛନ୍ତି ପରିବାର ଲୋକେ।

ମୃତ ପ୍ରେମିକହେଉଛନ୍ତି ବାବରାକୋଟ ଗାଁର ୨୮ ବର୍ଷୀୟ ଯୁବକ ସିଲୁ ରାୟ ‌।‌Advertisment ସିଲୁ ନିୟମିତ ମଦ ପିଇ ପ୍ରେମିକାଙ୍କ ଘରେ ଝଗଡ଼ା କରୁଥିଲେ ସିଲୁ ନିୟମିତ ମଦ ପିଇ ପ୍ରେମିକାଙ୍କ ଘରେ ଝଗଡ଼ା କରୁଥିଲେ।

ଏଥିରେ ଉତକ୍ଷିପ୍ତ ହୋଇ ପ୍ରେମିକାଙ୍କ ପରିବାର ଲୋକ ପ୍ରଥମେ ହତ୍ୟା, ପରେ ଜାଳିଦେଲେ।

ସ୍ଥାନୀୟ ଲୋକ ନିଆଁ ଦେଖି ଦମକଳ ବାହିନୀକୁ ଖବର ଦେଇଥିଲେ।

ଘଟଣା ସ୍ଥଳରେ ରିଆମାଳ ପୁଲିସ ପହଞ୍ଚି ୩ଜଣଙ୍କୁ ଅଟକ ରଖିଥିବା ବେଳେ ଘଟଣାର ତଦନ୍ତ ଆରମ୍ଭ କରିଛି।

ସାଇଣ୍ଟିଫିକ୍ ଟିମ୍ ପହଞ୍ଚିବା ପରେ ତଦନ୍ତ ଅଧିକ ତଥ୍ୟ ଜଣା ପଡ଼ିବ।

PM Modi: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)