National Sports Day: ଜାତୀୟ କ୍ରୀଡ଼ା ଦିବସ

Aug 29, 2026 - 07:07
National Sports Day: ଜାତୀୟ କ୍ରୀଡ଼ା ଦିବସ

"ଭାରତୀୟ ହକିର କିଂବଦନ୍ତି ପୁରୁଷ ମେଜର ଧ୍ୟାନଚାନ୍ଦ ସିଂହ ୧୯୦୫ ଅଗଷ୍ଟ ୨୯ରେ ଜନ୍ମ ହୋଇଥିଲେ।

ତାଙ୍କ ଜନ୍ମଦିନକୁ ଆମ ଦେଶରେ ଜାତୀୟ କ୍ରୀଡ଼ା ଦିବସ ଭାବରେ ପାଳନ କରାଯାଉଛି।

ଆନ୍ତର୍ଜାତିକ ହକିରେ ସେ ବ୍ୟକ୍ତିଗତ ଭାବେ ୪୦୦ରୁ ଅଧିକ ଗୋଲ୍ ଦେଇଥିଲେ।Advertisment Raksha Bandhan 2026: ଶ୍ରୀ ଜଗନ୍ନାଥଙ୍କୁ ରାଖୀ ବାନ୍ଧିଲେ ୨୦୦୦ରୁ ଅଧିକ ମହିଳା ତାଙ୍କ ନେତୃତ୍ବରେ ଭାରତ ଦଳଗତ ଭାବେ ୧୯୨୮, ୧୯୩୨ ଓ ୧୯୩୬ରେ ଲଗାତାର ସ୍ବର୍ଣ୍ଣ ପଦକ ଜିତିଥିଲା।

ଏହି ଦିବସ ପାଳନ ଆମ ଦୈନନ୍ଦିନ ଜୀବନରେ କ୍ରୀଡ଼ା ଏବଂ ବିଭିନ୍ନ ଶାରୀରିକ କାର୍ଯ୍ୟକଳାପର ଗୁରୁତ୍ବପୂର୍ଣ୍ଣ ଭୂମିକା ବାବଦରେ ଆମକୁ ସଚେତନ କରାଉଛି।

Real identity: କଥାଟିଏ-ଯାଯାବର: ଅସଲ ପରିଚୟ"

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)