Nayagarh group clash: ଗୋଷ୍ଠୀ ସଂଘର୍ଷରେ ଜଣଙ୍କର ମୃତ୍ୟୁ; ୨୫ରୁ ଊର୍ଦ୍ଧ୍ବ ଆହତ

Nov 25, 2026 - 23:26
Nayagarh group clash: ଗୋଷ୍ଠୀ ସଂଘର୍ଷରେ ଜଣଙ୍କର ମୃତ୍ୟୁ; ୨୫ରୁ ଊର୍ଦ୍ଧ୍ବ ଆହତ

ନୟାଗଡ଼: ଗୋଷ୍ଠୀ ସଂଘର୍ଷ କାରଣରୁ ଜଣେ ଲୋକଙ୍କର ମୃତ୍ୟୁ ଘଟିଛି।

ଅନ୍ୟ ୨୫ ଜଣରୁ ଅଧିକ ଲୋକ ଆହତ ହୋଇଛନ୍ତି।

ମୃତକ ହେଲେ ମନୁ ବାରିକ (୫୦)।

ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅଧିନ ଗୋତେରି ପଞ୍ଚାୟତର ଆଡ଼ିପଡ଼ା ସାହିରେ ବୁଧବାର ସନ୍ଧ୍ୟାରେ ଏହି ଘଟଣା ଘଟିଛି।

ଗୁରୁତରମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗାଁରେ ଚାଲିଥିବା ଯାତ୍ରାକୁ ନେଇ ଏହି ଘଟଣା ଘଟିଥିବା ଜଣାଯାଇଛି।

Advertisment

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)