Nepal PM Balen Shah: ମୋଦୀଙ୍କ ନିମନ୍ତ୍ରଣ ରକ୍ଷା କରି ଦିଲ୍ଲୀରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ

Nov 22, 2026 - 17:08
Nepal PM Balen Shah: ମୋଦୀଙ୍କ ନିମନ୍ତ୍ରଣ ରକ୍ଷା କରି ଦିଲ୍ଲୀରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଦୁଇ ଦିନିଆ ଗସ୍ତରେ ରବିବାର ଦିନ ଦିଲ୍ଲୀ ରେ ପହଞ୍ଚିଛନ୍ତି।

ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଭାରତକୁ ଏହା ତାଙ୍କର ପ୍ରଥମ ଦ୍ୱିପାକ୍ଷିକ ଗସ୍ତ।

Advertisment ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିବା ପରେ କେନ୍ଦ୍ର ମନ୍ତ୍ରୀ ଜିତିନ୍ ପ୍ରସାଦ ତାଙ୍କୁ ସ୍ୱାଗତ ଜଣାଇଥିଲେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ସେ ଭାରତ ଗସ୍ତରେ ଆସିଛନ୍ତି।

ଚଳିତ ବର୍ଷ ମାର୍ଚ୍ଚ ମାସରେ ପଦଭାର ଗ୍ରହଣ କରିବା ପରେ ଭାରତକୁ ଏହା ତାଙ୍କର ପ୍ରଥମ ଗସ୍ତ ଏବଂ ପ୍ରଧାନମନ୍ତ୍ରୀ ଭାବେ ବିଦେଶକୁ ମଧ୍ୟ ଏହା ତାଙ୍କର ପ୍ରଥମ ଦ୍ୱିପାକ୍ଷିକ ଗସ୍ତ ଅଟେ।

ସୁନା-ରୁପା ଦରରେ ବଡ଼ ହ୍ରାସ!

ରେକର୍ଡ ସ୍ତରରୁ ୭୨ ହଜାର ଶସ୍ତା ହେଲା ସୁନା

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)