New Cyclone Track Raises Concerns: ବଦଳିଲା ବାତ୍ୟା ଅକ୍ୱାନର ଗତିପଥ, ନରସାପୁରରୁ ପୁରୀ ମଧ୍ୟରେ ଲ୍ୟାଣ୍ଡଫଲ୍!
ବାତ୍ୟା ଅକ୍ଓ୍ୱାନକୁ ନେଇ ଆସିଲା ବଡ଼ ସୂଚନା।ବଦଳିଲା ବାତ୍ୟାର ଗତିପଥ।
ଆସିଲା ବାତ୍ୟା ଅକଓ୍ୱାନର ନୂଆ ଗତିପଥ।
ନରସାପୁରରୁ ପୁରୀ ମଧ୍ୟରେ ଲ୍ୟାଣ୍ଡଫଲ୍ ସମ୍ଭାବନା ରହିଛି।
୭ କିମି ବେଗରେ ଆଗକୁ ବଢୁଛି ବାତ୍ୟା ଅକ୍ଓ୍ୱାନ।
ଉତ୍ତର ଆନ୍ଧ୍ର ଓ ୟାନମ ଏବଂ ଦକ୍ଷିଣ ଓଡିଶା ଉପକୂଳକୁ ଆସିବ।
ଘଣ୍ଟାକୁ ୭ କିମି ବେଗରେ ଆଗକୁ ବଢୁଛି ବାତ୍ୟା ଅକୱାନ୍।
ଗୋପାଳପୁରଠୁ ୭୧୦ କିମି ଓ ପୁରୀଠୁ ୭୭୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ବାତ୍ୟା।
ବିଶାଖାପାଟଣା ଠାରୁ ୫୮୦ କିମି ଦୂରରେ ରହିଛି ଏହି ବାତ୍ୟା...
Advertisment ନରସାପୁର ଓ ପୁରୀ ମଧ୍ୟରେ ଲ୍ୟାଣ୍ଡଫଲ୍ !
ନରସାପୁର ଓ ପୁରୀ ମଧ୍ୟରେ ଲ୍ୟାଣ୍ଡଫଲ୍ ସମ୍ଭାବନା ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ଲ୍ୟାଣ୍ଡଫଲ୍ ନେଇ IMDର ସୂଚନା ଉତ୍ତର ଆନ୍ଧ୍ର ଓ ୟେନମ ଏବଂ ଦକ୍ଷିଣ ଓଡିଶା ଉପକୂଳକୁ ଆସିବ ଘଣ୍ଟାକୁ ୭ କିମି ବେଗରେ ଆଗକୁ ବଢୁଛି ବାତ୍ୟା ଅକ୍ ୱାନ୍ ଗୋପାଳପୁରଠୁ ୭୧୦ କିମି ଓ ପୁରୀଠୁ ୭୭୦ କିମି ଦୂରରେ ବାତ୍ୟା ବିଶାଖାପାଟଣା ଠାରୁ ୫୮୦ କିମି ଦୂରରେ କେନ୍ଦ୍ରୀଭୂତ ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ୯୦ରୁ ୧୦୦ କିମି ରହିବ ଝଟ୍ କା ପବନର ବେଗ ଘଣ୍ଟାପ୍ରତି ୧୧୦ କିମି ରହିବ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
