ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

Jul 28, 2026 - 15:16
ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ ଅଭିଯୁକ୍ତଙ୍କଠାରୁ ୩ ଲକ୍ଷ ୮୬ ହଜାର ଟଙ୍କା ସହିତ ଅନ୍ୟାନ୍ୟ ଦସ୍ତାବିଜ ଜବତ କରିଛି।

ତଦନ୍ତ ବେଳେ ଓଡ଼ିଶାରୁ ରାଜସ୍ଥାନ ଗଞ୍ଜେଇ କାରବାର ହେଉଥିବା ଜଣାପଡିଛି। ଏପ୍ରିଲ ୧୮ ତାରିଖରେ ଖୋର୍ଦ୍ଧାରୁ ଗଞ୍ଜେଇ ଭର୍ତ୍ତି ଏକ କଣ୍ଟେନର ଜବତ ହୋଇଥିଲା। ପରେ STF ଟିମ୍‌ ରାଜସ୍ଥାନର ଜଣେ ବ୍ୟକ୍ତିଙ୍କୁ ଗିରଫ କରି ଖୋଳତାଡ଼ କରିଥିଲା


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।