ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ
ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍ ମାମଲାରେ ଅନଶନ କରୁଥିବା ସୋନମ ୱାଙ୍ଗଚୁକ ତାଙ୍କର ଗୋଟିଏ ଦାବି ପ୍ରତ୍ୟାହାର କରିନେଇଥିଲେ ଏବଂ କେନ୍ଦ୍ର ସରକାରଙ୍କ ସହିତ ଆଲୋଚନା ପାଇଁ ପ୍ରସ୍ତୁତ ହୋଇଯାଇଥିଲେ, କିନ୍ତୁ କକ୍ରୋଚ ଜନତା ପାର୍ଟି ବର୍ତ୍ତମାନ ଜିଦ୍ରେ ଅଟଳ ରହିଛି ଏବଂ ଏହାର ଦୁଇଟି ସର୍ତ୍ତ ସାମ୍ନାକୁ ଆଣିଛି, ଯେଉଁକାରଣରୁ କେନ୍ଦ୍ର ସରକାର ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଆଲୋଚନା ଅଟକି ଯାଇଛି।
Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।