ଦୁଇ IAS ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

Jul 20, 2026 - 21:20
ଦୁଇ IAS ଅଧିକାରୀଙ୍କ ବଦଳି କଲେ ରାଜ୍ୟ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୦।୭: ଦୁଇ IAS ଅଧିକାରୀଙ୍କୁ ବଦଳି କଲେ ରାଜ୍ୟ ସରକାର। IAS ପୋମା ଟୁଡୁ ହେଲେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ଅତିରିକ୍ତ ସଚିବ। ଏହା ସହିତ ତାଙ୍କୁ ଖାଦ୍ୟ ନିରାପତ୍ତା କମିଶନର ଓ ଟିଡିସିସିଓଏଲ MD ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିପରି IAS ସ୍ମିତା ପାଣି ଓଏସଏମ୍‌ସିଏଲର ନୂଆ ଅଧ୍ୟକ୍ଷା ହୋଇଛନ୍ତି।

Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।