ପ୍ରବଳ ବର୍ଷା, ଏହି ଜିଲାରେ ଆଜି ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ

Jul 17, 2026 - 08:03
ପ୍ରବଳ ବର୍ଷା, ଏହି ଜିଲାରେ ଆଜି ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ

ସୋନପୁର,୧୭।୭;  ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ପାଣିପାଗ ବିଭାଗ ସତର୍କ କରାଇଛି ଯେ ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସୁବର୍ଣ୍ଣପୁର ଜିଲାରେ ମଧ୍ୟ ବର୍ଷା ଜାରି ରହିଛି । ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଦିନ ସୁବର୍ଣ୍ଣପୁର ଜିଲାର ସମସ୍ତ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବନ୍ଦ ଘୋଷଣା କଲେ ଜିଲାପାଳ ।

 

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।