ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

Jul 10, 2026 - 16:03
ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ କର୍ମୀଙ୍କ ଘରେ ଆଲୋଚନା କରିଥିଲେ।

ମନମୋହନ ତାଙ୍କ ବକ୍ତବ୍ୟରେ କହିଛନ୍ତି ଯେ, କେନ୍ଦ୍ରରୁ ଆସୁଥିବା ଅନୁଦାନକୁ ସଦ୍‌ବିନିଯୋଗ କରିବା ସହିତ ଆଗାମୀ ନିର୍ବାଚନରେ ଭାଜପା ଦଳ ପ୍ରସ୍ତୁତି ଅଛି, ରାଜ୍ୟରେ ଭାଜପା ଶାସନ ରହିଛି, କେନ୍ଦ୍ରରେ ବି ଭାଜପାର ଶାସନ ରହିଛି। ଆଗାମୀ ନିର୍ବାଚନରେ ଭାଜପା ହିଁ ଓଡ଼ିଶାରେ ବିଜୟୀ ହେବ ବୋଲି ଗଣମାଧ୍ୟମକୁ ସୂଚନା ଦେଇଥିଲେ।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।