ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ସହ…

Jul 16, 2026 - 12:03
ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ସହ…

ପୁରୀ,୧୬ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ। ଭକ୍ତି, ବିଶ୍ୱାସ ଓ ସମର୍ପଣର ସହ ରଥଯାତ୍ରାର ସାକ୍ଷୀ ହେବ। ସମସ୍ତେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ଲାଭ କରିବା ପାଇଁ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।