ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

Jul 23, 2026 - 11:09
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛଇ। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ ବୃଦ୍ଧି ପାଇ ୨୬୨% ରେ ପହଞ୍ଚିଛି। ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।
ପିଛିଲା ଭାବେ ଜାନୁଆରୀରୁ ଲାଗୁ ନେଇ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ବର୍ଦ୍ଧିତ ଭତ୍ତା ଜୁଲାଇ ମାସ ଦରମାରେ ମିଳିବ ବୋଲି ଜଣାପଡ଼ିଛି।

 

Dharitri – Odisha’s No.1 Odia Daily

 


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।