ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…
ପୁରୀ,୧୨ା୭: ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ ନିକଟରେ ବୁଡ଼ିଯିବାବେଳେ ତିନି ପର୍ଯ୍ୟଟକ ଉଦ୍ଧାର ହୋଇଛନ୍ତି। ତେବେ ଏହି ପର୍ଯ୍ୟଟକମାନେ ଛତିଶଗଡ଼ର ବୋଲି ଜଣାପଡ଼ିଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।