ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ମାଗିଲେ ଏସବୁ ରିପୋର୍ଟ
ନୂଆଦିଲ୍ଲୀ,୨୧ା୭: ଅନଶନରତ ଆକ୍ଟିଭିଷ୍ଟ ସୋନମ୍ ଓ୍ବାଙ୍ଗ୍ଚୁକ୍ଙ୍କୁ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ପାଇଁ ତାଙ୍କ ସ୍ତ୍ରୀ ଗୀତାଞ୍ଜଳି ଆଙ୍ଗ୍ମୋ କରିଥିବା ଆବେଦନ ଉପର ଦିଲ୍ଲୀ ହାଇକୋର୍ଟ ସୋମବାର ସଫଦରଜଙ୍ଗ ହସ୍ପିଟାଲକୁ ଓ୍ବାଙ୍ଗ୍ଚୁକ୍ଙ୍କ ସମସ୍ତ ପାଥୋଲୋଜିକାଲ ରିପୋର୍ଟ ଏବଂ ସ୍ବାସ୍ଥ୍ୟାବସ୍ଥା ରିପୋର୍ଟ ମାଗିଛନ୍ତି। ମୁଖ୍ୟ ବିଚାରପତି ଡି.କେ. ଉପାଧ୍ୟାୟ ଏବଂ ଜଷ୍ଟିସ୍ ତେଜସ୍ କାରିଆଙ୍କ ଖଣ୍ଡପୀଠ ସମସ୍ତ ରିପୋର୍ଟ ମାଗିବା ସହ ଓ୍ବାଙ୍ଗ୍ଚୁକ୍ଙ୍କୁ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର ନେଇ ମଙ୍ଗଳବାର ନିଷ୍ପତ୍ତି ନେବେ ବୋଲି କହିଛନ୍ତି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।