15 JULY 2026

Welcome!

Unlock your personalized experience.
Sign Up

କିରୋସିନ ଢାଳି ହୋଇ ନିଜକୁ ଜାଳିଦେଲେ ଯୁବତୀ, କାରଣ ଅସ୍ପଷ୍ଟ

Jul 15, 2026 - 11:17
କିରୋସିନ ଢାଳି ହୋଇ ନିଜକୁ ଜାଳିଦେଲେ ଯୁବତୀ, କାରଣ ଅସ୍ପଷ୍ଟ

ବ୍ରହ୍ମପୁର, ୧୫/୭ : କିରୋସିନ ଢାଳି ହୋଇ ନିଜକୁ ଜାଳିଦେଲେ ଯୁବତୀ। ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗର ଲେନ୍-୫ରେ ଯୁବତୀଙ୍କ ଆତ୍ମାହୁତି। ବୁଧବାର ସକାଳୁ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ବେଳେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଯୁବତୀ ଜଣଙ୍କ କାହିଁକି ନିଜକୁ ଜାଳିଦେଲେ ତାହାର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଏନେଇ ତଦନ୍ତ ଆରମ୍ଭ କରିଛି।  

ଆହୁରି ପଢନ୍ତୁ- ଅପହରଣ ହୋଇଥିଲା ଝିଅ, ପୁଲିସ ପାରିଲାନି... ରାକ୍ଷସଙ୍କ ଠୁ ଝିଅକୁ ଛଡ଼ାଇ ଆଣିଲେ ବାପା

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।