ତପ୍ତପାଣି ଠାରେ ମା’ କନ୍ଧୁଣୀ ଦେବୀ ମନ୍ଦିରରେ ପୂଜା ଅର୍ଚ୍ଚନା କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Aug 04, 2026 - 17:42
ତପ୍ତପାଣି ଠାରେ ମା’ କନ୍ଧୁଣୀ ଦେବୀ ମନ୍ଦିରରେ ପୂଜା ଅର୍ଚ୍ଚନା କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତପ୍ତପାଣି ଠାରେ ମା’ କନ୍ଧୁଣୀ ଦେବୀ ମନ୍ଦିରରେ ପୂଜା ଅର୍ଚ୍ଚନା କରୁଛନ୍ତି । ସାଥିରେ ଅଛନ୍ତି ରାଜ୍ୟପାଳ ଡଃ ହରିବାବୁ କମ୍ଭମପାଟି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।