ଖରସ୍ରୋତା ନଦୀରେ ଗାଧୋଇବା ବେଳେ ଟାଣିନେଲା କୁମ୍ଭୀର, ଉଦ୍ଧାର କାର୍ଯ୍ୟ ଜାରି
Jul 28, 2026 - 17:05
ଯାଜପୁର: ଖରାସ୍ରୋତା ନଦୀରେ ଗାଧେଇଉଥିବା ବେଳେ ଟାଣି ନେଲା କୁମ୍ଭୀର । ଯାଜପୁର ବ୍ଲକ ଛତିଶଦେବିଲି ଷୋଳବାଟି ଗାଁର ନିକଟ ନଦୀରେ ଗାଧେଇବା ବେଳେ ଘଟିଛି ଏଭଳି ଅଘଟଣ । ସ୍ଥାନୀୟ ଅଞ୍ଚଳର ୫୫ ବର୍ଷୀୟ ବ୍ୟକ୍ତି ନିଖୋଜ। ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAKALA - ସକାଳ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।