୩୨ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବଡସାହି ବ୍ଲକ୍ କନିଷ୍ଠ ଯନ୍ତ୍ରୀ

Jul 10, 2026 - 19:01
୩୨ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବଡସାହି ବ୍ଲକ୍ କନିଷ୍ଠ ଯନ୍ତ୍ରୀ

ମୟୂରଭଞ୍ଜ: ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲ୍ଲା ବଡସାହି ବ୍ଲକ୍ କନିଷ୍ଠ ଯନ୍ତ୍ରୀ ସୁଶିଲ କୁମାର ସିଂହ । ୩୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ ଟିମ୍ । ୫ ଲକ୍ଷ ଟଙ୍କାର ବିଲ୍‌ ପାସ୍‌ ପାଇଁ ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେଉଥିଲେ ସୁଶିଲ । ଯନ୍ତ୍ରୀଙ୍କୁ ଅଟକ ରଖି ଭିଜିଲାନ୍ସ ବିଭାଗ ପକ୍ଷରୁ ବ୍ଲକ କାର୍ଯ୍ୟାଳୟରେ ତଦନ୍ତ ଜାରି ରଖିଛନ୍ତି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAKALA - ସକାଳ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।