Odisha Braces for Heavy Rain: ୧୯ରୁ ପ୍ରବଳରୁ ଅତିପ୍ରବଳ ବର୍ଷା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଇଏମଡି

Nov 18, 2026 - 10:44
Odisha Braces for Heavy Rain: ୧୯ରୁ ପ୍ରବଳରୁ ଅତିପ୍ରବଳ ବର୍ଷା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ଆଇଏମଡି

ବାତ୍ୟା ପ୍ରଭାବରେ ଓଡ଼ିଶାକୁ ଘାରିଲା ପ୍ରବଳ ବର୍ଷା ଆଶଙ୍କା।

୧୯ରୁ ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ।

୧୯ରୁ ୨୦ ତାରିଖ ପାଇଁ କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଜପତି, ଗଞ୍ଜାମ ଓ ପୁରୀକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Advertisment ସେହିପରି ୨୦ରୁ ୨୧ ତାରିଖ ପାଇଁ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମକୁ ସତର୍କତା ଜାରି କରାଯାଇଛି।

ଅନ୍ୟପଟେ ୨୧ରୁ ୨୨ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ସମେତ ନୂଆପଡ଼ା, ନବରଙ୍ଗପୁର ଓ କୋରାପୁଟକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)