ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଏନଡିଏ ସମ୍ମିଳନୀ ଓ ନୀତି ଆୟୋଗ ବୈଠକରେ ଯୋଗଦେବେ

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନଡିଏ ସମ୍ମିଳନୀ ଓ ନୀତି ଆୟୋଗ ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦିଲ୍ଲୀ ଗସ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଜାତୀୟ ସ୍ତରର ବୈଠକରେ ଯୋଗଦେବା ପାଇଁ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି । Chief Minister Mohan Majhi to attend NDA summit and NITI Aayog meeting in Delhi
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ Odia OneIndia ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।