ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ, ଏବେ ଏହି ନାମରେ…

ଶେଷରେ ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଛି ‘ଧାମ ଶବ୍ଦ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନୁରୋଧକ୍ରମେ ଘୋଷଣା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ସେ କହିଛନ୍ତି, ପୁରୀ ରୀତିନୀତି ଅନୁଯାୟୀ ଦୀଘାରେ ପୂଜାପାଠ ହେବ। ଦୀଘା ଜଗନ୍ନାଥ ଧାମ ହେବ ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ଏବଂ ସରକାରୀ ନଥିରେ ସାଂସ୍କୃତିକ କେନ୍ଦ୍ର ଭାବରେ ରହିବ।The word Dham has been removed from the Digha Jagannath Temple, now it has this name...
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ Odia OneIndia ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।