Paddy Procurement to Begin in Sambalpur and Bargarh from November 30
#ନଭେମ୍ବର_୩୦ରୁ_ସମ୍ବଲପୁରରେ_ଧାନ_ସଂଗ୍ରହ
ସମ୍ବଲପୁର ଜିଲ୍ଲାରେ ନଭେମ୍ବର ୩୦ ତାରିଖରୁ ଆରମ୍ଭ ହେବ ଧାନ ସଂଗ୍ରହ । ଗତବର୍ଷ ନଭେମ୍ବର ୨୮ରୁ ଧାନ ସଂଗ୍ରହ ଆରମ୍ଭ ହୋଇଥିବା ବେଳେ ଚଳିତ ବର୍ଷ ଦୁଇ ଦିନ ବିଳମ୍ବରେ ଆରମ୍ଭ ହେବ। ଚାଷୀ ପ୍ରତିନିଧି, ମିଲର୍ସ ପ୍ରତିନିଧି ଓ ଅନ୍ୟ ଅଧିକାରୀଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ ଧାନର ଏମ୍ ଏସ୍ ପି କ୍ୱିଣ୍ଟାଲ ପିଛା ୨ହଜାର ୪୪୧ ଟଙ୍କା ରହିଥିବା ବେଳେ ଇନପୁଟ୍ ଆସିଷ୍ଟାନ୍ସ ସହ ଚାଷୀଙ୍କୁ ମିଳିବ ୩ହଜାର ୧୦୦ ଟଙ୍କା ।
#Odisha#OdishaNews#PaddyProcurement#DhanMandi#Sambalpur#Bargarh#Farmers#MSP#OdishaTV#otv
For latest news updates follow us on WhatsApp: https://whatsapp.com/channel/0029VaYNIW78qIzrtKKZiD3M
OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts.
Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.
Stay tuned for all the breaking news !
Visit Our Website https://odishatv.in/
News In Odia: http://otvkhabar.in/
Android App: https://bit.ly/OTVAndroidApp
iOS App: https://bit.ly/OTViOSApp
Watch Live: https://odishatv.in/live-tv
YouTube: https://goo.gl/Ehz6OP
Watch our latest news in English: https://bit.ly/3wTgKxc
Facebook: https://www.facebook.com/otvkhabar
OTV English Facebook : https://www.facebook.com/otvnews
Telegram @otvtelegram @otvkhabar
Twitter: https://twitter.com/otvnews
Instagram: https://www.instagram.com/otvnews/
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
