PM’s Visit to Odisha: ୨୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି ।
ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି ।
ପୁଣି ଥରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂତ୍ରରୁ ସୂଚନା ମିଳିଛି । ସୂଚନା ଅନୁସାରେ ଆସନ୍ତା ୨୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି ।୨୭ ଓ ୨୮ ଦୁଇ ଦିନିଆ ଓଡିଶା ଗସ୍ତରେ ଆସିବା ନେଇ ସୂଚନା ମିଳିଛି।
ଏହି ଗସ୍ତ ସମୟରେ ବ୍ରହ୍ମପୁରରେ ସରକାରୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ବର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ଓହ୍ଲାଇବା ପରେ ସେଠାରୁ ସିଧାସଳଖ ବ୍ରହ୍ମପୁର ଯିବେ ବୋଲି ପୋଲିସ ସୂତ୍ରରୁ ଜଣାପଡ଼ିଛି। ସେବା ପକ୍ଷ କାର୍ଯ୍ୟକ୍ରମରେ ଯୋଗଦେବେ ପିଏମ୍ । ବ୍ରହ୍ମପୁର ସମାବେଶରେ ପ୍ରଧାନମନ୍ତ୍ରୀ ଯୋଗ ଦେଇପାରନ୍ତି ବୋଲି ସୂଚନା ମିଳିଛି ।
Disclaimer: This content has been automatically aggregated from television for informational purposes. To read the original article, please visit television.
Home
