Police Act Section 30: ପୁଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର

Aug 28, 2026 - 15:46
Police Act Section 30: ପୁଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର

"ପୁରୀ (ବିବୁଧ ମହାନ୍ତି): ପୁରୀ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଦିବ୍ୟ ଜ୍ୟୋତି ପରିଡ଼ାଙ୍କ ନିର୍ଦ୍ଦେଶ କ୍ରମେ ପୁଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରା ଯାଇଛି।

ଏହା ଅଗଷ୍ଟ ୨୦ ତାରିଖ ଠାରୁ ନଭେମ୍ବର ୧୭  ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୁଲିସ ଷ୍ଟେସନ ଅଞ୍ଚଳ, ପୁରୀ ମହାନଗର ନିଗମ, ପିପିଲି, କୋଣାର୍କ ଓ ନିମାପଡ଼ା ଏନ୍‌ଏସି ଅଞ୍ଚଳରେ ବଳବତ୍ତର ରହିବ।

ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାରକୁ ବେଆଇନ ଘୋଷଣା କରାଯାଇଛି ବୋଲି ଏସ ପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।Advertisment Low BP in Children: ଜ୍ୱରରେ କମିପାରେ ପିଲାଙ୍କ ବିପି, ଜାଣନ୍ତୁ ତୁରନ୍ତ ବଞ୍ଚିବାର ଜରୁରୀ ଉପାୟ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)