Prime Minister Modi: ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନ ସାକ୍ଷାତ

Aug 31, 2026 - 15:23
Prime Minister Modi: ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିଆନ ସାକ୍ଷାତ

"ବିଶକେକ: କିର୍ଗିଜସ୍ତାନର ବିଶକେକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ମଧ୍ୟରେ ସାକ୍ଷାତ ହୋଇଛି।

ସାଂଘାଇ ସହଯୋଗ ସଂଗଠନ (ଏସସିଓ)ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଏବଂ ଇରାନୀ ରାଷ୍ଟ୍ରପତିଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା।Advertisment ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ଆଲୋଚନା ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ଉଭୟ ନେତା ଭାରତ-ଇରାନ ପାରସ୍ପରିକ ସମ୍ପର୍କ, ବାଣିଜ୍ୟ, ଚାବାହାର ବନ୍ଦର ସଂଯୋଗୀକରଣ ଏବଂ ପଶ୍ଚିମ ଏସିଆର ସଦ୍ୟତମ ପରିସ୍ଥିତି ଉପରେ ବିସ୍ତୃତ ଆଲୋଚନା କରିଛନ୍ତି।

ଆମେରିକା ସହିତ ଚାଲିଥିବା ବିବାଦ ମଧ୍ୟରେ,ହର୍ମୁଜ୍ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ରହିଥିବାବେଳେ ଇରାନୀ ରାଷ୍ଟ୍ରପତିଙ୍କ ସହ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି।

ଡ୍ରାଇଭର ଏବଂ କଣ୍ଡକ୍ଟର ଗିରଫ "

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)