କୋଇଲା ବୋଝେଇ ପିକଅପ୍‌ ଭ୍ୟାନ ଜବତ: ଜଣେ ଗିରଫ

ଦେବଗଡ,୨୩।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କରଳଗା ଛକରୁ ବେଆଇନ କୋଇଲା ବୋଝେଇ ଏକ ପିକଅପ୍‌ ଭ୍ୟାନ ଜବତ ହୋଇଛି। ଏଥିରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାପଡିଛି । କରଲଗା ଛକରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ବୁଢାପାଲରୁ କରଳଗା ପଟକୁ ବେଆଇନ କୋଇଲା ବୋଝେଇ କରି ଆସୁଥିବା ଏକ ପିକଅପ ଭ୍ୟାନ (ଓଡି-୦୨-ସିକ୍ୟୁ-୫୬୦୬) ଜବତ କରିଛି । ଏହି ଘଟଣାରେ […] The post କୋଇଲା ବୋଝେଇ ପିକଅପ୍‌ ଭ୍ୟାନ ଜବତ: ଜଣେ ଗିରଫ appeared first on Dharitri Odia News.

Feb 23, 2025 - 12:48
କୋଇଲା ବୋଝେଇ ପିକଅପ୍‌ ଭ୍ୟାନ ଜବତ: ଜଣେ ଗିରଫ

ଦେବଗଡ,୨୩।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କରଳଗା ଛକରୁ ବେଆଇନ କୋଇଲା ବୋଝେଇ ଏକ ପିକଅପ୍‌ ଭ୍ୟାନ ଜବତ ହୋଇଛି। ଏଥିରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଥିବା ଜଣାପଡିଛି । କରଲଗା ଛକରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ବୁଢାପାଲରୁ କରଳଗା ପଟକୁ ବେଆଇନ କୋଇଲା ବୋଝେଇ କରି ଆସୁଥିବା ଏକ ପିକଅପ ଭ୍ୟାନ (ଓଡି-୦୨-ସିକ୍ୟୁ-୫୬୦୬) ଜବତ କରିଛି । ଏହି ଘଟଣାରେ ଅନୁଗୋଳଳ ଜିଲା ଝୀଣ୍ଟିପାଳି ଗ୍ରାମର ଦିଲ୍ଲିପ ସାହୁ ନାମକ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ଗିରଫ ଯୁବକଙ୍କୁ ରାତିରେ କୋର୍ଟଚାଲାଣ କରାଯାଇଥିବା ଜଣାପଡିଛି ।

The post କୋଇଲା ବୋଝେଇ ପିକଅପ୍‌ ଭ୍ୟାନ ଜବତ: ଜଣେ ଗିରଫ appeared first on Dharitri Odia News.