ଘରୋଇ ଇଂଜିନିୟରିଂ ବିଶ୍ୱବିଦ୍ୟାଳୟରେ ଅଗ୍ନିକାଣ୍ଡ

ରାୟଗଡ଼ା: ଘରୋଇ ଇଂଜିନିୟରିଂ ବିଶ୍ୱବିଦ୍ୟାଳୟରେ ଅଗ୍ନିକାଣ୍ଡ I ବିଦ୍ୟୁତ ସର୍ଟ ସର୍କିଟ ଯୋଗୁଁ ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟର କମ୍ପ୍ୟୁଟର ବିଭାଗରେଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି I ଅଗ୍ନିକାଣ୍ଡ ଖବର ପାଇ ସ୍ଥାନୀୟ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛି I ନିଆଁ ଲାଗିବା ଦ୍ୱାରା ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ କୌଣସି ସୂଚନା ମିଳି ନାହିଁ I

May 11, 2025 - 12:16