ପାକିସ୍ତାନର ଯୁଦ୍ଧ ବିରତି ଉଲ୍ଲଙ୍ଘନ ପଛରେ ଚୀନ !
ଦେଶ- ବିଦେଶ, latest : ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧବିରତି ମାତ୍ର ୩ ଘଣ୍ଟା ପରେ ଭାଙ୍ଗିଯାଇଛି । ପାକିସ୍ତାନ ପୁଣି ଭାରତ ଉପରେ ଡ୍ରୋନ ଆକ୍ରମଣ ଆରମ୍ଭ କରିଛି । ଏବେ ଚୀନ ଖୋଲାଖୋଲି ପାକିସ୍ତାନ ସପକ୍ଷରେ ଆସିଯାଇଛି ।